Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ଆଜି ସଂଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ଶନିବାର ଥମିଛି ପ୍ରଚାର, ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଶନିବାର ଥମିଛି ପ୍ରଚାର । ସମସ୍ତ ବଳ ଲଗାଇ ଦେଇଛନ୍ତି ପ୍ରାର୍ଥୀ । ଜନତାଙ୍କ ମନ ଜିତିବା ସହ ବିକାଶ ଓ ନିଜ ନିଜ ମୁଦ୍ଦାକୁ ନେଇ ଲୋକଙ୍କ ନିକଟରେ ପହଞ୍ଚି ମନ ଜିତିବାକୁ ପ୍ରୟାସ କରିଛନ୍ତି । 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା ଏବଂ 35 ବିଧାନସଭା ଆସନ ପାଇଁ ହେବ ଭୋଟି
ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା, ପାଣିପାଗ ବିଭାଗର ସୂଚନା
ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ । ଆଗାମୀ 22 ତାରିଖ ବେଳକୁ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରାଥମିକ ସ୍ତରରେ ଉତ୍ତରପୂର୍ବ ଦିଗର