Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ପ୍ରାୟ ୩୦ ମିନିଟ ଧରି କମିଟିର ସଦସ୍ୟ ମାନଙ୍କ ସହ କଲେ ଆଲୋଚନା
କୁହୁଡ଼ି ଓ ଖରାପ ପାଗ ଏହି ଦୁର୍ଘଟଣାର କାରଣ ବୋଲି କୁହାଯାଉଛି
ଅର୍ଗସ ବ୍ୟୁରୋ : ଇରାନରେ ଘଟିଲା ବଡ଼ ଦୁର୍ଘଟଣା । ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା । ଇରାନର ରାଜ୍ୟ ଟେଲିଭିଜନ ଏହି ସୂଚନା ଦେଇଛି । ଦେଶର ଅର୍ଥମନ୍ତ୍ରୀ ମଧ୍ୟ ରାଇସିଙ୍କ ସହ ହେଲିକପ୍ଟରରେ ଥିଲେ। ପୂର୍ବ ଆଜେରବାଇଜାନ ଅଞ୍ଚଳର
ରେଢାଖୋଲ ସଭାରେ ପ୍ରସନ୍ନ ଦେଖାଇଲେ ନବୀନଙ୍କୁ ଆଇନା
ଭୁବନେଶ୍ୱର: ପ୍ରସନ୍ନ ଆଚାର୍ଯ୍ୟଙ୍କ ମୁହଁରେ ପ୍ରଧାନମନ୍ତ୍ରୀଙ୍କ ଭାଷା । ମୋଦି ପଚାରିଥିଲେ ଅପାର ସମ୍ପଦ ଥାଇ ବି କାହିଁକି ଗରିବ ଓଡ଼ିଶା । ରେଢାଖୋଲ ସଭାରେ ପ୍ରସନ୍ନ ଦେଖାଇଲେ ନବୀନଙ୍କୁ ଆଇନା । ଜଳ ସମ୍ପଦର ବନିଯୋଗ ନ ହେବା 25 ବର୍ଷ ଅପାରଗତାର ନମୁନା । ବିଜେଡିକୁ ଲଗାତାର ସମର୍ଥନର ଏ କ'ଣ ପୁରସ୍କାର । ବଦଳରେ ରେଢାଖୋଲବାସୀଙ୍କୁ ଧୋକା ଦେଇଛନ୍ତି ବିଜେଡି ସରକା