Cabinet Meeting / ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ ରାଜ୍ୟ କ୍ୟାବିନେଟ୍ରେ ଅନୁମୋଦନ

Key Points
ବୈଠକରେ ୭ଟି ବିଭାଗର ୧୦ଟି ପ୍ରସ୍ତାବ ଅନୁମୋଦନ ଲାଭ କରିଛି ।
ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ ରାଜ୍ୟ କ୍ୟାବିନେଟ୍ରେ ଅନୁମୋଦନ ।
ରାଜ୍ୟ କ୍ୟାବିନେଟର ୩୩ ତମ ବୈଠକ ଶେଷ । ବୈଠକ ନେଇ ମୁଖ୍ୟ ଶାସନ ସଚିବଙ୍କ ସୂଚନା । ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର । ବରପୁତ୍ରମାନଙ୍କ ଗାଁରେ ତିଆରି ହେବ ପ୍ରତିମୂର୍ତ୍ତି ଓ ସଂଗ୍ରହାଳୟ । ପ୍ରଥମ ପର୍ଯ୍ୟାୟରେ ୨୬ ବରପୁତ୍ରଙ୍କ ଗାଁରେ ଯୋଜନା ଆରମ୍ଭ । ପ୍ରତି ବରପୁତ୍ର ଐତିହ୍ୟ ଗ୍ରାମ୍ୟ ପାଇଁ ୧୫ କୋଟି ଟଙ୍କା ମଂଜୁର ।
ଏଥିସହ ପଢ଼ନ୍ତୁ: ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ
ମୁଖ୍ୟମନ୍ତ୍ରୀ ଶକ୍ତିବିକାଶ ଯୋଜନା- ସ୍ମାର୍ଟ ମିଟର । ସଂଯୋଗର ୧ମ ପର୍ଯ୍ୟାୟକୁ ଅନୁମୋଦନ । ରାଜ୍ୟର ୫ଟି ଆଇଟିଆଇକୁ ଉତ୍କର୍ଷ ଆଇଟିଆଇରେ ପରିଣତ କରାଯିବ । ରାଜ୍ୟର ୫ଟି ଆଇଟିଆଇକୁ ଉତ୍କର୍ଷ ଆଇଟିଆଇ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା ବୈଠକ । ବୈଠକରେ ୭ ଟି ବିଭାଗର ୧୦ ଟି ପ୍ରସ୍ତାବ ଆଗତ ସହ ସମସ୍ତ ପ୍ରସ୍ତାବ ଅନୁମୋଦନ ଲାଭ କରିଥିଲା
📱 Get Argus News App
✨Related Topics
Explore more stories