New Ambulances / ରାଜ୍ୟରେ ଜରୁରୀ ସ୍ଵାସ୍ଥ୍ୟସେବାକୁ ବୁଷ୍ଟ୍; ୨୫୦ ନୂଆ ଆମ୍ବୁଲାନ୍ସର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
·3 months ago·2 min read

Key Points
ରାଜ୍ୟରେ ଜରୁରୀକାଳୀନ ସ୍ୱାସ୍ଥ୍ୟ ସେବା ହେଲା ଅଧିକ ସୁଦୃଢ଼
ଲୋକଙ୍କ ସେବାରେ ସମର୍ପିତ ହେଲା ୨୫୦ ନୂଆ ଆମ୍ବୁଲାନ୍ସ
ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଲୋକଙ୍କ ସେବାରେ ସମର୍ପିତ ହେଲା ୨୫୦ ନୂଆ ଆମ୍ବୁଲାନ୍ସ
ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ରାଜ୍ୟର ଜରୁରୀକାଳୀନ ସେବାକୁ ଆହୁରି ସୁଦୃଢ କରିବା ଲକ୍ଷ୍ୟ । ଲୋକଙ୍କ ସେବାରେ ସମର୍ପିତ ହେଲା ଆଉ ୨୫୦ଟି ନୂଆ ଆମ୍ବୁଲାନ୍ସ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆମ୍ବୁଲାନ୍ସ ସେବାର ଦକ୍ଷତା ଆଣି କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲ ପହଞ୍ଚାଇବା ଲକ୍ଷ୍ୟରେ ଆଜି କଳିଙ୍ଗ ଷ୍ଟାଡିୟମରେ ଦ୍ବିତୀୟ ପର୍ଯ୍ୟାୟରେ ୨୫୦ଟି ନୂଆ ଆମ୍ବୁଲାନସର ଶୁଭାରମ୍ଭ କରିଛନ୍ତି । ପ୍ରତ୍ୟେକ ବ୍ଲକରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କଟକ ବଡ ମେଡିକାଲକୁ ନିରନ୍ତର ଆମ୍ବୁଲାନସ ସେବା ଯୋଗାଇଦିଆଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ପଢନ୍ତୁ ଏହି ଖବର: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏବେ ମାସକୁ ମିଳିବ ୯୧ ହଜାର
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, "କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲରେ ପହଞ୍ଚାଇ ମୃତ୍ୟୁ ହାର କମାଇବା ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି । ସେଥିପାଇଁ ଆମ୍ବୁଲାନ୍ସ ସେବାକୁ ଅଧିକ ସୁଦୃଢ଼ ଏବଂ କାର୍ଯ୍ୟକ୍ଷମ କରିବା ଉପରେ ଧ୍ୟାନ ଦିଆଯାଉଛି ।" ରାଜ୍ୟର ସବୁ ବ୍ଲକରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କଟକ ବଡ ମେଡିକାଲ୍ ପର୍ଯ୍ୟନ୍ତ ନିରନ୍ତର ଆମ୍ବୁଲାନ୍ସ ସେବା ଜାରି ରଖିବାକୁ ସରକାର ପଦକ୍ଷେପ ନେଉଥିବା କହିଛନ୍ତି ।
- ମୋଟ ୪୨୮ ନୂଆ ଆମ୍ବୁଲାନ୍ସ ସେବାର ବ୍ୟବସ୍ଥା
ରାଜ୍ୟବାସୀଙ୍କୁ ଜରୁରୀକାଳୀନ ଚିକିତ୍ସା ସୁବିଧା ସମୟ ମଧ୍ୟରେ ପହଞ୍ଚାଇବା ଲକ୍ଷ୍ୟରେ ୪୨୮ଟି ନୂଆ ଆମ୍ବୁଲାନ୍ସ ସେବାର ବ୍ୟବସ୍ଥା ହୋଇଛି । ଏହାର ପ୍ରଥମ ପର୍ଯ୍ୟାୟରେ ଗତ ୨୩ ଡିସେମ୍ବରରେ ୧୫୦ଟି ଆମ୍ବୁଲାନ୍ସର ଶୁଭାରମ୍ଭ ହୋଇଥିବାବେଳେ, ଆଜି ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ @MohanMOdisha ୨୫୦ ଟି ନୂଆ… pic.twitter.com/1dhrOSPhe0
— CMO Odisha (@CMO_Odisha) February 10, 2026
- ରାଜ୍ୟରେ ଏବେ ଚାଲୁଛି ୮୬୬ ଆମ୍ବୁଲାନ୍ସ
ପଢନ୍ତୁ ଏହି ଖବର: ଆୟୁଷ ଡାକ୍ତରଙ୍କ ବଢ଼ିଲା ଦରମା, ଏବେ ମାସକୁ ମିଳିବ ୯୧ ହଜାର
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, "କମ୍ ସମୟରେ ରୋଗୀଙ୍କୁ ହସ୍ପିଟାଲରେ ପହଞ୍ଚାଇ ମୃତ୍ୟୁ ହାର କମାଇବା ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି । ସେଥିପାଇଁ ଆମ୍ବୁଲାନ୍ସ ସେବାକୁ ଅଧିକ ସୁଦୃଢ଼ ଏବଂ କାର୍ଯ୍ୟକ୍ଷମ କରିବା ଉପରେ ଧ୍ୟାନ ଦିଆଯାଉଛି ।" ରାଜ୍ୟର ସବୁ ବ୍ଲକରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ କଟକ ବଡ ମେଡିକାଲ୍ ପର୍ଯ୍ୟନ୍ତ ନିରନ୍ତର ଆମ୍ବୁଲାନ୍ସ ସେବା ଜାରି ରଖିବାକୁ ସରକାର ପଦକ୍ଷେପ ନେଉଥିବା କହିଛନ୍ତି ।
- ଏୟାରଷ୍ଟ୍ରିପ୍ରେ ଆମ୍ବୁଲାନ୍ସ ସେବା
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories
Odisha Chief Minister Mohan Charan MajhiNew AmbulancesOdisha Health SectorAmbulance ServiceEmergency Service in OdishaOdisha NewsOdisha GovtKalinga StadiumOdisha CMnew ambulances launched in OdishaOdisha government latest health news250 new ambulances launched in OdishaOdisha emergency ambulance service