୧୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ ବ୍ରହ୍ମପୁର EPFO ରିଜିଓନାଲ ଅଫିସ୍ ପିଆରଓ ଅନୀଲ ପତି
·10 months ago

Key Points
CBI ହାତରେ ଇପିଏଫଓ କାର୍ଯ୍ୟାଳୟ ଅଧିକାରୀ
୧୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ
ପିଆରଓ ଅନୀଲ ପତିଙ୍କୁ କାବୁ କଲା CBI
CBI ହାତରେ ଇପିଏଫଓ କାର୍ଯ୍ୟାଳୟ ଅଧିକାରୀ । ୧୦ ହଜାର ଟଙ୍କା ଲାଞ୍ଚ ନେଇ CBI ହାତରେ ଧରାପଡ଼ିଛନ୍ତି ବ୍ରହ୍ମପୁର ଇପିଏଫ୍ଓ ରିଜିଓନାଲ ଅଫିସ୍ ପିଆରଓ ଅନୀଲ ପତି I ଜଣେ ଯୁବକଙ୍କଠାରୁ ଲାଞ୍ଚ ନେଉଥିବାବେଳେ ଧରିଲା CBI । ସିବିଆଇ ଅଧିକାରୀମାନେ ତାଙ୍କୁ ଲାଞ୍ଜିପଲ୍ଲୀ ଅଞ୍ଚଳରୁ କାବୁ କରିବା ପରେ ପଚରାଉଚରା ପାଇଁ କୌଣସି ଅଜଣା ସ୍ଥାନକୁ ନେଇଯାଇଛନ୍ତି । ଅନୀଲଙ୍କଠାରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି । ପୂର୍ବ ଯୋଜନା ମୁତାବକ ଲାଞ୍ଚ ଟଙ୍କା ସହ ଅନିଲଙ୍କୁ କାବୁ କରିଥିଲେ ଛପି ରହିଥିବା ସିବିଆଇ ଅଧିକାରୀ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: