|
logo
Live

Argus News - AIIMS ସ୍ଥାନାନ୍ତର ହେଲେ ଅଭିଜିତ୍ ମଜୁମଦାର, ଏକ ଘରୋଇ ହସ୍ପିଟାଲରେ ହେଉଥିଲେ ଚିକିତ୍ସିତ

Odisha

Abhijit Majumdar / AIIMS ସ୍ଥାନାନ୍ତର ହେଲେ ଅଭିଜିତ୍ ମଜୁମଦାର, ଏକ ଘରୋଇ ହସ୍ପିଟାଲରେ ହେଉଥିଲେ ଚିକିତ୍ସିତ

Santosh Kumar Sahoo
Browse all articles by Santosh Kumar Sahoo
·7 months ago
AIIMS ସ୍ଥାନାନ୍ତର ହେଲେ ଅଭିଜିତ୍ ମଜୁମଦାର, ଏକ ଘରୋଇ ହସ୍ପିଟାଲରେ ହେଉଥିଲେ ଚିକିତ୍ସିତ

Key Points

ଗୁରୁତର ଅଛନ୍ତି ଅଭିଜିତ୍ ମଜୁମଦାର । ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସକୁ ହେଲେ ସ୍ଥାନାନ୍ତର ।

ଏମ୍ସ ସ୍ଥାନାନ୍ତର ହେଲେ ସଙ୍ଗୀତକାର ନିର୍ଦ୍ଦେଶକ ଅଭିଜିତ୍ ମଜୁମଦାର । କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର ହୋଇଛନ୍ତି । ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ଅଭିଜିତ୍ ମଜୁମଦାରଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।


ସୂଚନା ଅନୁସାରେ ଶରୀରରେ ସୋଡିୟମ ଲେବୁଲ କମିଯିବାରୁ ତାଙ୍କୁ କିଛି ଦିନ ତଳେ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ପ୍ରାୟ ଏକ ସପ୍ତାହ ଧରି ତାଙ୍କ ଚିକିତ୍ସା ଜାରି ରହିଥିଲା । କିନ୍ତୁ ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

Related Topics

Explore more stories

Sponsored
Abhijit Majumdar: AIIMS ସ୍ଥାନାନ୍ତର ହେଲେ ଅଭିଜିତ୍ ମଜୁମଦାର, ଏକ ଘରୋଇ ହସ୍ପିଟାଲରେ ହେଉଥିଲେ ଚିକିତ୍ସିତ | Argus News