Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ବକେୟା ଚାଲାଣ ପୈଠ ନ କଲେ ହୋଇପାରିବନି PUCC

Odisha

PUCC Challan Update / ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ବକେୟା ଚାଲାଣ ପୈଠ ନ କଲେ ହୋଇପାରିବନି PUCC

Santosh Kumar Sahoo
Browse all articles by Santosh Kumar Sahoo
·3 months ago
ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ବକେୟା ଚାଲାଣ ପୈଠ ନ କଲେ ହୋଇପାରିବନି PUCC
PUCC

Key Points

PUCC ପ୍ରସଙ୍ଗରେ ହାଇକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ
ବକେୟା ଚାଲାଣ ପୈଠ ନ କଲେ ହୋଇପାରିବନି PUCC
ଏନେଇ ସୂଚନା ଦେଲେ AG ପୀତାମ୍ବର ଆଚାର୍ଯ୍ୟ
ହାଇକୋର୍ଟରେ PUCC ସମ୍ପର୍କିତ ଜନସ୍ବାର୍ଥ ମାମାଲା ଖାରଜ । ବକେୟା ଚାଲାଣ ପୈଠ ନ କଲେ ମିଳିବନି PUCC । ରାଜ୍ୟ ସରକାରଙ୍କ ତରଫରୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟଙ୍କ ବଳିଷ୍ଠ ଯୁକ୍ତି ଉପସ୍ଥାପନ ପରେ ହାଇକୋର୍ଟ ଦେଇଛନ୍ତି ଗୁରୁତ୍ବପୂର୍ଣ୍ଣ ରାୟ । PUCC କରିବାକୁ ହେଲେ ଚାଲାଣ ପୈଠ କରିବାକୁ ବାଧ୍ୟ ବୋଲି ହାଇକୋର୍ଟ କହିଛନ୍ତି। ମୋଟର ଯାନ ଆଇନ ଧାରା ୧୬୭, ଉପଧାରା ୧୨ ଅନୁଯାୟୀ ବକେୟା ଚାଲାଣ ଥିଲେ PUCC ଆବଦେନ ହୋଇପାରିବ ନାହିଁ । ଏହା ସହିତ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ । ସରକାରଙ୍କ ପକ୍ଷରୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ମାମଲା ଯୁକ୍ତି ଉପସ୍ଥାପନ କରୁଥିଲେ।

ପଢ଼ନ୍ତୁ ଏହି ଖବରଆମ ସଂସ୍କୃତି ଓ ପରମ୍ପରାର ପରିଚୟ 'ଓଡ଼ିଶା ପର୍ବ'
Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
High Court Verdict: Pending Challans Must Be Cleared for PUCC | Argus News