Droupadi Murmu Odisha Visit / ୨୭ରେ ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି, ସୁରକ୍ଷା ପାଇଁ ମୁତୟନ ହେବେ ୩୩ ପ୍ଲାଟୁନ୍ ଫୋର୍ସ
·7 months ago·2 min read

Key Points
୨୭ ରେ ଓଡିଶା ଆସୁଛନ୍ତି ରାଷ୍ଟ୍ରପତି
ବିଧାନସଭାର ଶୀତକାଳୀନ ଅଧିବେଶନରେ ଦେବେ ଯୋଗ
ରାଷ୍ଟ୍ରପତିଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ବିଧାନସଭାର ଶୀତକାଳୀନ ଅଧିବେଶନରେ ଦେବେ ଯୋଗ
ରାଷ୍ଟ୍ରପତିଙ୍କ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏଥର ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏନେଇ ବ୍ଲୁ-ବୁକ୍ ଗାଇଡ୍ ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏଥର ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏ ନେଇ ବ୍ଲୁ ବୁକ ଗାଇଡ଼ ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଆଜି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ।
ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ୫ଟି ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍ ରୁମ୍ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ । ୨୨୫ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ ।
ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା । ଲୋୟର ପିଏମଜିରେ ୧୪୪ ଧାରା ଜାରି କରାଯିବ । ସିସିଟିଭି ସର୍ଭେଲାନ୍ସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୂର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।
ଆସନ୍ତା ୨୭ ତାରିଖ ଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏଥର ବିଧାନସଭା ଅଧିବେଶନରେ ଉଦବୋଧନ ଦେବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏ ନେଇ ବ୍ଲୁ ବୁକ ଗାଇଡ଼ ଲାଇନ ମୁତାବକ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ଆଜି ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ।
ଅଧିକ ପଢ଼ନ୍ତୁ: ଦେବାଶିଷଙ୍କୁ ଭୂପିନ୍ଦରଙ୍କ ସମର୍ଥନ; BJDକୁ ଖୋଲା ଚେତାବନୀ ଦେଇ କହିଲେ- 'ଚିନ୍ତା କରୁଛୁ ବିକଳ୍ପ'
ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ । ଏଥିପାଇଁ ୩୩ ପ୍ଲାଟୁନ୍ ପୋଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍ପାଇଡ୍ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ । ଡିସିପି ସୁରକ୍ଷା ତଦାରଖ ଦାୟିତ୍ବରେ ଥିବା ବେଳେ ତାଙ୍କ ଅଧୀନରେ ୭ ଜଣ ଅତିରିକ୍ତ ଡିସିପି, ୨୩ ଜଣ ଏସିପି, ୨୬ ଜଣ ଇନ୍ସପେକ୍ଟର, ୮୮ ଜଣ ଏସଆଇ ଓ ଏଏସଆଇ ଦାୟିତ୍ୱରେ ରହିବେ ।ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିଟିଟିଭି ଖଞ୍ଜା ଯାଇଛି । ୫ଟି ଅସ୍ଥାୟୀ ପୋଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି । କଣ୍ଟ୍ରୋଲ୍ ରୁମ୍ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ । ୨୨୫ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ ।
ଶୀତ ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୋଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା । ଲୋୟର ପିଏମଜିରେ ୧୪୪ ଧାରା ଜାରି କରାଯିବ । ସିସିଟିଭି ସର୍ଭେଲାନ୍ସ ଦ୍ବାରା ବିଧାନସଭା ଓ ତାକୁ ଲାଗି ରହିଥିବା ସଂଲଗ୍ନ ସ୍ଥାନଗୁଡିକୁ ରଖାଯିବ । ଏହା ସହିତ ସମ୍ପୂର୍ଣ୍ଣ ପୋଲିସ୍ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories