Factory Blast / ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ; ୧୬ ମୃତ, ବଢିପାରେ ମୃତକଙ୍କ ସଂଖ୍ୟା
·2 hours ago·2 min read

Key Points
ରବିବାର ଛୁଟିଦିନରେ ବଡ଼ ଧମାକା
ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ
ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ
ତାମିଲନାଡୁର ବିରୁଧୁନଗର ଜିଲ୍ଲାରେ ଆଜି (ରବିବାର) ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି । ଅଗ୍ନିଶମ ଏବଂ ଉଦ୍ଧାର ବିଭାଗ ଅନୁଯାୟୀ ଏପର୍ଯ୍ୟନ୍ତ ୧୬ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେପଟେ ବିସ୍ଫୋରଣରେ ଗୁରୁତର ଭାବେ ଆହତ ହୋଇଥିବା ୬ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏବେ ବି ଅନେକ ଲୋକ ଭଗ୍ନାବଶେଷ ତଳେ ଫସି ରହିଥିବା ଆଶଙ୍କା କରାଯାଉଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
କୁହାଯାଉଛି ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ କାରଖାନା ଚାରିପାଖରେ ଥିବା କୋଠାରେ ଫାଟ ସୃଷ୍ଟି ହୋଇଛି । ଅଗ୍ନିଶମ କର୍ମଚାରୀ, ପୋଲିସ ଏବଂ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଭଗ୍ନାବଶେଷକୁ ହଟାଉଛନ୍ତି ଏବଂ ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରୁଛନ୍ତି । ବିସ୍ଫୋରଣର କାରଣ ବର୍ତ୍ତମାନ ସ୍ପଷ୍ଟ ହୋଇନାହିଁ ।
ଅଧିକ ଖବର ପଢନ୍ତୁ...

- ସିଏମ ଷ୍ଟାଲିନଙ୍କ ଶୋକ
விருதுநகர் மாவட்டம் கட்டனார்பட்டியில் ஏற்பட்ட பட்டாசு ஆலை வெடி விபத்தில் பலர் உயிரிழந்துள்ள துயரச் செய்தி மிகுந்த வேதனையளிக்கிறது. உயிரிழந்தோரின் குடும்பத்தினருக்கு எனது ஆழ்ந்த இரங்கல்கள்.
— M.K.Stalin - தமிழ்நாட்டை தலைகுனிய விடமாட்டேன் (@mkstalin) April 19, 2026
மீட்புப் பணிகளை விரைவுபடுத்திக் கண்காணிக்கவும், பாதிக்கப்பட்ட குடும்பங்களுக்கு ஆறுதல்…
- ୬ ଦିନ ପୂର୍ବରୁ ବି ହୋଇଥିଲା ବିସ୍ଫୋରଣ
- ତାମିଲନାଡୁରେ ସବୁଠୁ ଅଧିକ ବାଣ କାରଖାନା
ଅଧିକ ଖବର ପଢନ୍ତୁ...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories