ଭଦ୍ରକ ଜିଲ୍ଲାରେ ମୋବାଇଲ୍ ଇଣ୍ଟରନେଟ୍ କଟକଣା ଆଉ ୪୮ ଘଣ୍ଟା ବୃଦ୍ଧି
by Argus News
Mon, Sep 30 | 8:01 p.m.

ଅର୍ଗସ ବ୍ୟୁରୋ : ଭଦ୍ରକରେ ସୋସିଆଲ୍ ମିଡିଆରେ ବିବାଦୀୟ ମନ୍ତବ୍ୟ ନେଇ ହିଂସାକାଣ୍ଡ ଘଟଣା । ଜିଲ୍ଲାରେ ମୋବାଇଲ୍ ଇଣ୍ଟରନେଟ୍ କଟକଣା ଆଉ 48 ଘଣ୍ଟା ବୃଦ୍ଧି କରାଯାଇଛି । ଆସନ୍ତା 2 ତାରିଖ ସକାଳ ପର୍ଯ୍ୟନ୍ତ ଜିଲ୍ଲାରେ ବନ୍ଦ ରହିବ ଇଣ୍ଟରନେଟ ସେବା ।

ଅଧିକ ପଢନ୍ତୁ : ଶଙ୍ଖ ଭବନରେ ଭଦ୍ରକ ବିଜେଡି ଦୁଇ ଗୋଷ୍ଠୀ ମୁହାଁମୁହିଁ

ହିଂସାକାଣ୍ଡ ମାମଲାରେ ଆଜି ଭଦ୍ରକରୁ 3 ଜଣ ଗିରଫ ହୋଇଛନ୍ତି । ସେହିପରି ଧାମନଗରରୁ 5 ଜଣଙ୍କୁ ଗିରଫ କରାଯାଇଛି । ହିଂସା ଘଟଣାରେ ଏବେ ସୁଦ୍ଧା ଜିଲ୍ଲାରେ 22 ଜଣ ଗିରଫ ହୋଇଛନ୍ତି । ମୁଖ୍ୟ ଅଭିଯୁକ୍ତକୁ ଧରିବା ପାଇଁ ମୋବାଇଲ ଟ୍ରାକ୍‌ ସହ ଚଢ଼ଉ ଜାରି  ରହିଛି । ଏନେଇ ସୂଚନା ଦେଇଛନ୍ତି ପୂର୍ବାଞ୍ଚଳ ଡିଆଇଜି ସତ୍ୟଜିତ ନାୟକ ।


 

ସତ୍ୟପାଠ
ଆସନ୍ତାକାଲି ଠାରୁ ସତ୍ୟପାଠ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି
ଭୁବନେଶ୍ବର : ଭୁବନେଶ୍ବର ଭରତପୁର ଥାନା ମାମଲାରେ ଆରମ୍ଭ ହେଲା ବିଚାର ବିଭାଗୀୟ ତଦନ୍ତ। ଆସନ୍ତାକାଲିଠାରୁ ସତ୍ୟପାଠ ପାଇଁ ପ୍ରକାଶ ପାଇବ ବିଜ୍ଞପ୍ତି। 21 ଦିନ ଯାଏଁ ଗ୍ରହଣ ହେ
ସୁପ୍ରିମକୋର୍ଟ
ପୀଡ଼ିତାଙ୍କ ଫଟୋ ଭାଇରାଲ ନେଇ ବର୍ଷିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: କୋଲକାତା ଆରଜି କର ହସପିଟାଲ ମାମଲା । ପୀଡ଼ିତାଙ୍କ ପରିଚୟ ଓ ଫଟୋ ଗଣମାଧ୍ୟମରେ ଘୁରି ବୁଲୁଥିବାରୁ ପୁଣିଥରେ ବର୍ଷିଛନ୍ତି ସୁପ୍ରିମକୋର୍ଟ । ସୋସିଆଲ ମିଡିଆ ସହ ଅନ୍ୟ ସମସ୍
ବସ୍
ଭାରସାମ୍ୟ ହରାଇଲା ବସ୍ , ଅଳ୍ପକେ ବର୍ତ୍ତିଲେ
ଅନୁଗୋଳ : ଅନୁଗୋଳରୁ ବଲାଙ୍ଗୀର ଯାଉଥିବା OSRTC ବସ୍ ଜରପଡା ଥାନା ଓଗୀ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତାରୁ ଖସି ପଡିଥିବା ବେଳେ 50 ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତ