ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ମିଧିଲି 
by Argus News
Fri, Nov 17 | 9:32 a.m.

ଭୁବନେଶ୍ୱର:  ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ମିଧିଲି। ଓଡ଼ିଶା ଉପରେ ବାତ୍ୟାର କୌଣସି ସିଧାସଳଖ ପ୍ରଭାବ ନାହିଁ ।   ଉତ୍ତରପୂର୍ବ ଦିଗକୁ ଘଣ୍ଟା ପ୍ରତି 20 କିମି ବେଗରେ ଗତି କରୁଛି । ପାରାଦୀପ ଠାରୁ 190, ଦୀଘା ଠାରୁ 200 କିମି ଦୂରରେ ରହିଛି ବାତ୍ୟା ମିଧିଲି । ଉତ୍ତର-ଉତ୍ତରପୂର୍ବ ଦିଗକୁ ଗତି କରି ବାଂଲାଦେଶ ଉପକୂଳ ଛୁଇଁବ ।

ଅଧିକ ପଢନ୍ତୁ: ବାତ୍ୟା ଭୟ: କେବଳ କିଛି ଜିଲ୍ଲାରେ ହୋଇପାରେ ବର୍ଷା

ବିଳମ୍ଵିତ ରାତି କିମ୍ଵା ଭୋର ସୁଦ୍ଧା ଖେପୁପରା ଉପକୂଳ ଛୁଇଁବ ବାତ୍ୟା ମିଧିଲି । ଏହି ସମୟରେ ଘଣ୍ଟା ପ୍ରତି 60ରୁ 70 କିମି ବେଗରେ ପବନ ବହିବ। ଉପକୂଳ ଓଡ଼ିଶା ସହ ଉତ୍ତର ଓଡ଼଼ିଶାର କିଛି ଜିଲ୍ଲାରେ ବର୍ଷା ହେବ । ଆସନ୍ତାକାଲି ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । 

ପାଣିପାଗ ଖବର ଆହୁରି ପଢନ୍ତୁ

RAHUL
ବଲାଙ୍ଗିର ଜନସଭାରେ ଯୋଗ ଦେବେ ରାହୁଲ
ଅର୍ଗସ ବ୍ୟୁରୋ: ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧି। ମେ’ ୧୫ ରେ ବଲାଙ୍ଗିର ଜନସଭାରେ ଯୋଗ ଦେଇ ରାହୁଲ ସମ୍ବୋଧନ କରିବେ ଓ ସେଠାରୁ ବାଇକ ରାଲି ସହ ସବୁଠି ପ୍ରଚାର କର
NAVEEN PATNAIK
ନବୀନଙ୍କୁ ଫଶାଇଦେଲା ଭାରତ ରତ୍ନ ପ୍ରସଙ୍ଗ !
ଅର୍ଗସ ବ୍ୟୁରୋ : ସ୍ଵାର୍ଥପରର ସୀମାପାର କଲେଣି ମୁଖ୍ୟମନ୍ତ୍ରୀ । ଓଡ଼ିଶା ପାଇଁ ବିଜୁ ବାବୁଙ୍କ ଅନେକ ଅବଦାନ ଅଛି ଆମେ ଜମାରୁ ଅସ୍ଵୀକାର କରୁନୁ । ହେଲେ ରାଜ୍ୟରେ ଶହଶହ ବରପୁତ୍ର ଅଛନ୍ତି
PURI
ରତ୍ନଭଣ୍ଡାର ଚାବି ହଜାଇଛି କିଏ ?
ଅର୍ଗସ ବ୍ୟୁରୋ: ନବୀନ ବାବୁ କହିଲେ ଓଡ଼ିଆଙ୍କ ପାଇଁ ଚିନ୍ତା କରନ୍ତିନି ମୋଦି । ହେଲେ ପ୍ରକୃତରେ ଓଡ଼ିଆଙ୍କ ଲାଗି ଚିନ୍ତା କରନ୍ତି କିଏ ? ସେନେଇ ଗୋଟି ଗୋଟି ଗୁମର ଖୋଲିଦେଲେ ଧର୍ମେନ୍ଦ୍ର