୧.୩୧ ଲକ୍ଷ ଶ୍ରମିକ ହେବେ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ
by Argus News
Wed, Nov 06 | 7:52 a.m.

ଅର୍ଗସ ବ୍ୟୁରୋ:ସାଧାରଣ ବଣ୍ଟନ ବ୍ୟବସ୍ଥାରେ ରାସନ କାର୍ଡ ହିତାଧିକାରୀମାନଙ୍କୁ ୩ମାସର ଆଗୁଆ ୧୫କିଲୋ ଚାଉଳ ମିଳିବ ଏନେଇ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି । E-kyc ବ୍ୟବସ୍ଥାକୁ ତ୍ବରାନିତ କରିବାକୁ କୁହାଯାଇଛି। ଏହା ବ୍ୟତୀତ ଇ-ଶ୍ରମିକ ପଞ୍ଜିକରଣରେ ବାଦ୍ ପଡ଼ିଥିବା ଆଉ ୧.୩୧ଲକ୍ଷ ଶ୍ରମିକଙ୍କୁ ତୁରନ୍ତ ରାଜ୍ୟ ଖାଦ୍ୟ ଯୋଜନାରେ ତୁରନ୍ତ ସାମିଲ କରିବା ପାଇଁ କହିଛନ୍ତି ମୁଖ୍ୟମନ୍ତ୍ରୀ । ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଆଗୁଆ ଚାଉଳ ପାଇଁ ନିର୍ଦ୍ଦେଶ ଦିଆଯାଇଛି
 

ହାତୀ
6m ago
ହାତୀଙ୍କ ସୁରକ୍ଷା ପାଇଁ ଅଧିକ ଜଙ୍ଗଲ ସୃଷ୍ଟି କରିବେ ସରକାର
ଅର୍ଗସ ବ୍ୟୁରୋ:ହାତୀଙ୍କ ସୁରକ୍ଷା ପାଇଁ ଅଧିକ ଜଙ୍ଗଲ ସୃଷ୍ଟି କରିବେ ସରକାର। ବର୍ତ୍ତମାନ କେତେ ପରିମାଣରେ ଜଙ୍ଗଲ ରହିଛି ଆଉ କେତେ ଆବଶ୍ୟକ ରହିଛି ହେବ ଅନୁଧ୍ୟାନ। ଅଧିକ ଜଙ୍ଗ
ବିଜେପି
50m ago
ଅପେକ୍ଷାର ହେଲା ଅନ୍ତ, ପଦ୍ମ ଧରିଲେ ସୁନନ୍ଦା
ଅର୍ଗସ ବ୍ୟୁରୋ: ପଦ୍ମ ଧରିଲେ ସୁନନ୍ଦା । ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ସାମିଲ ହୋଇଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ଏବଂ ସ୍ୱାମୀ ଦେବେନ୍ଦ୍ର ଦାସ । ରାଜ୍ୟ ସଭାପତ
JAIL
ଜେଲରୁ ଆସି ପୁନର୍ବାର ସରକାରୀ କାର୍ଯ୍ୟାଳୟରେ ଯୋଗ ଦେଇଛନ୍ତି କୋଟିପତି ବାବୁ
ଅର୍ଗସ ବ୍ୟୁରୋ: ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଗିରଫ ହେଲେ। ଭିଜିଲାନ୍ସ ହାତରେ ବନ୍ଧା ହୋଇ ଜେଲ ଗଲେ। କିନ୍ତୁ ଏଯାଏଁ ବାବୁଙ୍କ ଚେୟାର ନିଶା ଛାଡିନି। ଏବେ ଜେଲରୁ ବେଲର