ଖେଳୁଥିବା ବେଳେ ଖୋଲା ବୋରଓ୍ବେଲ ଭିତରେ ଖସି ପଡିଲା ଦେଢ ବର୍ଷର ଶିଶୁ
by Argus News
Thu, Apr 04 | 8:44 a.m.

ଅର୍ଗସ ବ୍ୟୁରୋ : ପୁଣି ବୋରଓ୍ବେଲରେ ଖସିଲା ଶିଶୁ । ମୁକୁଳା ବୋରଓ୍ବେଲରେ ଦେଢ ବର୍ଷର ଶିଶୁ ଖସି ପଡିଛି । କର୍ଣ୍ଣାଟକର ବିଜୟଓ୍ବାଡା ଜିଲ୍ଲାରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଗତକାଲି ଅପରାହ୍ନରେ ଶିଶୁଟି ଖେଳୁଥିବା ବେଳେ ଖୋଲା ବୋରଓ୍ବେଲ ଭିତରେ ଖସି ପଡିଥିଲା । 

ଅଧିକ ପଢନ୍ତୁ ଭାରତ ଖବର

ଶିଶୁର କାନ୍ଦଶୁଣି ବୋରଓ୍ବଲ ଭିତରେ ଖସି ପଡିଥିବା ଜଣାପଡିଥିଲା । ଅଗ୍ନିଶମ ବାହିନୀ ପକ୍ଷରୁ ଶିଶୁଟିକୁ ଉଦ୍ଧାର ପାଇଁ ଉଦ୍ୟମ ଚାଲିଛି । ଶିଶୁଟିକୁ ଅକ୍ସିଜେନ ଯୋଗାଇ ଦିଆଯାଉଛି । ଶିଶୁଟି ପ୍ରାୟ ୧୬ ଫୁଟ ତଳେ ରହିଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ଏକ ମେଡିକାଲ ଟିମ୍ ଓ ଆମ୍ବୁଲାନ୍ସ ରଖାଯାଇଛି । 

୭୭ତମ
୭୭ତମ କ୍ୟାନ୍ସ ଫିଲ୍ମ ଫେଷ୍ଟିଭାଲରେ ଐଶ୍ବର୍ଯ୍ୟାଙ୍କ ଜଲଓ୍ବା
ଅର୍ଗସ ବ୍ୟୁରୋ: ୭୭ ତମ କାନସ୍ ଫିଲ୍ମ ଫେଷ୍ଟିଭାଲରେ ଚମକିଲେ ଐଶ୍ୱର୍ଯ୍ୟା । ଝିଅ ଆରାଧ୍ୟା ସହ ରେଡ କାରପେଟ ଚାଲିଲେ ବଲିଉଡର ନୀଳ ନୟନା। ଫ୍ରାନ୍ସରେ ଆୟୋଜିତ ହେଉଥିବା ଲୋକପ୍ରିୟ ଫିଲ୍
VK PANDIAN
ନବୀନଙ୍କ ସାମ୍ନାରେ ଓଡ଼ିଆ ବରପୁତ୍ରଙ୍କୁ ଅସମ୍ମାନ କଲେ ପାଣ୍ଡିଆନ !
ଅର୍ଗସ ବ୍ୟୁରୋ: ସଭା ମଂଚରେ ପୁଣି ଓଡ଼ିଆ ବରପୁତ୍ରଙ୍କୁ ଅସମ୍ମାନ କଲେ ବିଜେଡିର ନମ୍ବର-୨ ନେତା ଭି.କେ ପାଣ୍ଡିଆନ । ସ୍ୱଭାବ କବି ଗଙ୍ଗାଧର ମେହେରଙ୍କୁ କହିଲେ 'ସନ୍ଥ କବି'
BJD
ଭୋଟ୍‌ ପାଇଁ ବିଡାବିଡା ନୋଟ୍ ବାଣ୍ଟୁଛି ବିଜେଡି !
ଅର୍ଗସ ବ୍ୟୁରୋ: ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଗସ୍ତ ପୂର୍ବରୁ ଲୋକଙ୍କ ଘରେ ପହଞ୍ଚି ବିଡାବିଡା ନୋଟ୍ ବାଣ୍ଟୁଛନ୍ତି । ସମ୍ବଲପୁର ସଭାରେ ଯୋଗ ଦେବା ସହ ଶଙ୍ଖ ଚିହ୍ନରେ ଭୋ