୧ କୁଇଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
by Argus News
Fri, Mar 22 | 12:37 p.m.

ଭଦ୍ରକ : ଗଞ୍ଜେଇ ଚାଲାଣ ପ୍ରସ୍ତୁତି ଚାଲିଥିବା ବେଳେ ବୌଦ୍ଧ ମନମୁଣ୍ଡା ଥାନା ପୁଲିସ  ଶୁଣ୍ଢିପଦର ପଞ୍ଚାୟତ ଚିଚେଙ୍ଗ ଗାଁରେ ଚଢ଼ଉ କରି ୨ଟି ଜରିବସ୍ତାରେ ଥିବା ୧ କୁଇଣ୍ଟାଲ ଗଞ୍ଜେଇ ଜବତ କରିଛି | ଏହି ଘଟଣାରେ ସଂପୃକ୍ତ ଥିବା ଅଭିଯୋଗରେ ସେଠାରୁ ୨ଜଣ ମାଫିଆଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ଵୟ ଚିଚେଙ୍ଗ ଗ୍ରାମର ରଘୁନାଥ ମହାକୁଡ଼ ଓ ପଶ୍ଚିମବଙ୍ଗ ମଣ୍ଡଳ ବୋଲି ରାଜ୍ୟ ବାମନାବାଦ ଗାଁର ରଞ୍ଜିତ ବୋଲି ପୁଲିସ ପକ୍ଷରୁ ସୂଚନା ମିଳିଛି।

ଅଧିକ ପଢନ୍ତୁ : କୋଟିପତି ହେବାକୁ ବାପା-ପୁଅ ବିକୁଥିଲେ ଗଞ୍ଜେଇ

ଏ ସଂକ୍ରାନ୍ତରେ ମନମୁଣ୍ଡା ଥାନାରେ ନଂ ୧୧୬/୨୪ରେ ଏକ ମାମଲା ରୁଜୁ କରି ଉଭୟ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିବା ମନମୁଣ୍ଡା ଥାନା ଅଧିକାରୀ ରାମକୁମାର ମୁର୍ମୁ ସୂଚନା ଦେଇଛନ୍ତି।

ରତ୍ନଭଣ୍ଡାର
15m ago
ପାଣ୍ଡିଆନଙ୍କ ମନ୍ତବ୍ୟ ଉପରେ ଜବାବ ରଖିଲା ବିଜେପି
ଭୁବନେଶ୍ୱର: ରତ୍ନଭଣ୍ଡାରକୁ ନେଇ ଜାତୀୟ ଗଣମାଧ୍ୟମରେ ପାଣ୍ଡିଆନଙ୍କ ମନ୍ତବ୍ୟ ଉପରେ ଜବାବ ରଖିଲା ବିଜେପି । ଚାବି ଯିଏ ହଜେଇଛି, ସିଏ ରତ୍ନ ଚୋରି କରିଛି । ପାଣ୍ଡିଆନ ସ୍ପଷ୍ଟ କରିବେ କି ରତ୍
ଭାରସାମ୍ୟ ହରାଇ
28m ago
ଭାରସାମ୍ୟ ହରାଇ ଓଲଟିଲା ଅଟୋ: ଜଣେ ମୃତ
ଅର୍ଗସ ବ୍ୟୁରୋ: ଅଟୋ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଜାତୀୟ ରାଜପଥ 20ର ରାମଚନ୍ଦ୍ରପୁର ଓଭରବ୍ରିଜ ନିକଟରେ ରାସ୍ତା ତଳକୁ ଖସି ପଡିବାର
ସାଉଦିଆରବରେ
47m ago
ସାଉଦିଆରବରେ `ଉତ୍କଳିକା'ର ୧୫ତମ ବାର୍ଷିକୋତ୍ସବ
ଅର୍ଗସ ବ୍ୟୁରୋ: ସାଉଦି ଆରବରେ ଜୁବେଲ ସିଟି ଠାରେ ପ୍ରବାସୀ ଓଡ଼ିଆ ମାନଙ୍କ ସଂଗଠନ "ଉତ୍କଳିକା ତରଫରୁ, ୮୯ତମ ଉତ୍କଳ ଦିବସ ଏବଂ ନିଜର ୧୫ ତମ ବାର୍ଷିକ ଉତ୍ସବ ଧୁମଧାମରେ ପାଳ