ଯବାନଙ୍କ ଗାଡି ଦୁର୍ଘଟଣାଗ୍ରସ୍ଥ, ୧୦  ଯବାନ ଗୁରୁତର 
by Argus News
Sun, Apr 21 | 3:08 p.m.

ଜଗଦଲପୁର : ଦାନ୍ତେୱାଡା ଜାତୀୟ ରାଜପଥ-63 ରେ ସଡ଼କ ଦୁର୍ଘଟଣା। ଏଥିରେ 10 ଜଣ CRPF ଯବାନ ଗୁରୁତର ଆହତ ହୋଇଥିବାବେଳେ ସେଥିରେ 3 ଜଣ ଯବାନଙ୍କ ଅବସ୍ଥା ଅତି ଗୁରୁତର ଥିବା ସୂଚନା। ଆହତ ଯବାନଙ୍କ ଚିକିତ୍ସା ଟୋକାପାଲ କମ୍ୟୁନିଟି ସ୍ୱାସ୍ଥ୍ୟ କେନ୍ଦ୍ରରେ କରାଯାଇ ପରେ  ଉନ୍ନତ ଚିକିତ୍ସା ପାଇଁ ଜଗଦଲପୁର ମେଡିକାଲ କଲେଜକୁ ପଠାଯାଇଛି।

ସୁଚନାନୁଯାଇ ଦାନ୍ତେୱାଡା ଜିଲ୍ଲାର ନକ୍ସଲ ପ୍ରଭାବିତ ଅଞ୍ଚଳ ଫରାସପାଲରେ ନିର୍ବାଚନ ଡ୍ୟୁଟି କରିବା ପରେ ସମସ୍ତ CRPF ଯବାନ   ଜଗଦଲପୁରକୁ ଫେରୁଥିଲେ।  ତେବେ ଫେରିବା ସମୟରେ ଘଟିଥିଲା ଦୁର୍ଘଟଣା। 
ଅଧିକ ପଢନ୍ତୁ ଓଡ଼ିଶା ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ