ସାଢେ଼ 6 ଘଣ୍ଟାରେ 10 ଜଣଙ୍କର ମୃତ୍ୟୁ
by Argus News
Thu, May 30 | 9:34 p.m.

ରାଉରକେଲା:  ରାଉରକେଲା ସରକାରୀ ଡାକ୍ତରଖାନାରେ ସାଢେ଼ 6 ଘଣ୍ଟାରେ 10 ଜଣଙ୍କର ମୃତ୍ୟୁ ହୋଇଛି । ହିଟ୍ ୱେଭ୍ ପାଇଁ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ଯେହେତୁ ରାଉଲକେଲା ରେ ଗରମ ସାଙ୍ଗକୁ ଗୁଳି ଗୁଳି ହେଉଥିବାରୁ ବଡି ର ଟେମ୍ପରେଚର 103 ଥିଲା । ତେଣୁ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି । ସେପଟେ କାଲି ପୋଷ୍ଟ ବଟମ୍ ହେଲେ ମୃତ୍ୟୁର କାରଣ ଜଣାପଡିବ ।

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା