୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ
by Argus News
Tue, Jul 23 | 3:47 p.m.

ଅର୍ଗସ ବ୍ୟୁରୋ: କେନ୍ଦ୍ର ବଜେଟରେ କୃଷି ଓ କୃଷକଙ୍କ ଉପରେ ଫୋକସ୍ । କୃଷି ଓ ତତ୍ ସମ୍ପର୍କିତ କ୍ଷେତ୍ର ପାଇଁ 1.52 ଲକ୍ଷ କୋଟି ଘୋଷଣା ହୋଇଛି । 32ଟି ଫସଲର 109 କିସମ ଅଣାଯିବ । 400ଟି ଜିଲ୍ଲାରେ ଫସଲ ଡିଜିଟାଲ ସର୍ଭେ ହେବ । କୃଷି କ୍ଷେତ୍ରରେ ଉତ୍ପାଦନ ବଢ଼ାଇବା ଉପରେ ଗୁରୁତ୍ୱ ଦିଆଯିବ । ଖାଇବା ତେଲ କ୍ଷେତ୍ରରେ ଆତ୍ମନିର୍ଭର ହେବା ଉପରେ ଗୁରୁତ୍ୱ ଦିଆଯିବ । ଡାଲି ଓ ତୈଳବୀଜ ଉପରେ ମିଶନ ମୋଡରେ କାମ ହେବ ।

ଆଜିର ତାଜା ଖବର, ଜାଣନ୍ତୁ ସଂକ୍ଷେପରେ..

ଚାଷୀଙ୍କ ଉତ୍ପାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ।ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ। କୃଷି କ୍ଷେତ୍ର ପାଇଁ ୧ ଲକ୍ଷ ୫୨ ହଜାର କୋଟିର ପ୍ରାବଧାନ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ାଯାଇଛି। 

3 ପ୍ରକାର କ୍ୟାନସର ଔଷଧ ଉପରୁ କମିବ କଷ୍ଟମ ଡ୍ୟୁଟି


 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା