ଗୁଇନ୍ଦା ବିଭାଗ ପକ୍ଷରୁ 108 ଗୋଟି ଗଞ୍ଜେଇ ପ୍ୟାକେଟ ଜବତ
by Argus News
Thu, Jun 13 | 11:34 a.m.

ଭଦ୍ରକ: ଗୁଇନ୍ଦା ବିଭାଗ ପକ୍ଷରୁ 108 ଗୋଟି ଗଞ୍ଜେଇ ପ୍ୟାକେଟ ଜବତ।  ଏଥିରେ ସମ୍ପୃକ୍ତ ଥିବା 2 ଜଣ ଙ୍କୁ ଅଟକ ରଖିଛି ଅବକାରୀ ପୋଲିସ। ସୂଚନାଅନୁଯାୟୀ ଭଦ୍ରକ ଜିଲ୍ଲାର ଭଣ୍ଡାରି ପୋଖରୀ ଅଞ୍ଚଳରେ ବେଆଇନ ଭାବେ ଗୋଟିଏ ପିକଅପ ଭ୍ୟାନରେ 108 ଗୋଟି ପ୍ୟାକେଟରେ ଗଞ୍ଜେଇ ଚାଲାଣ କରାଯାଉଥିଲା। ଏହି ଖବର କେନ୍ଦ୍ରୀୟ ଅବକାରୀ ଗୁଇନ୍ଦା ବିଭାଗ ପାଇଲା ପରେ ସେହି ପିକଅପ ଭ୍ୟାନ କୁ ପିଛା କରି ଜାତୀୟ ରାଜପଥରେ ଅଟକାଇଥିଲା।

ପରେ ଭ୍ୟାନ ଭିତରେ ବେଆଇନ ଗଞ୍ଜେଇ ଥିବା ଦେଖି ଗାଡି ଟିକୁ ଜବତ କରିବା ସହିତ ଏଥିରେ ସମ୍ପୃକ୍ତ 2 ଜଣ ଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି କେନ୍ଦ୍ରୀୟ ଅବକାରୀ ଗୁଇନ୍ଦା ବିଭାଗ।  ତେବେ ଏହି ବେଆଇନ ଗଞ୍ଜେଇ କେଉଁଠାରୁ କେଉଁଠି କୁ ଯାଉଥିଲା ତାର ସୂଚନା ମିଳିପାରିନାହିଁୟ। ତେବେ କେନ୍ଦ୍ରୀୟ ଆବକାରୀ ଗୁଇନ୍ଦା ଏହି 2 ଜଣ ଙ୍କୁ ଅଟକ ରଖି ଅଧିକ ତଦନ୍ତ ଚଳାଇଛି।
ଅଧିକ ପଢନ୍ତୁ ଓଡିଶା ଖବର 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା