ଜିଲ୍ଲା ମାନ୍ୟତା ଦାବି ନେଇ ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ
by Argus News
Thu, Dec 07 | 10:15 a.m.

ବଲାଙ୍ଗୀର:  ଟିଟିଲାଗଡ଼ ଜିଲ୍ଲା ମାନ୍ୟତା ଦାବି ନେଇ ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ୧୨ ଘଣ୍ଟିଆ ବନ୍ଦ ଡାକରା । ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ସଭାପତି କୃଷ୍ଣଚନ୍ଦ୍ର ସାହୁଙ୍କ ନେତୃତ୍ୱରେ  ବୁଦ୍ଧିଜୀବୀ ଓ ବିଭିନ୍ନ ରାଜନୈତିକ ଦଳର କାର୍ଯ୍ୟକର୍ତ୍ତା, ବିଭିନ୍ନ ସଂଗଠନର ନେତୃବୃନ୍ଦଙ୍କ ଉପସ୍ଥିତିରେ ବନ୍ଦ ପାଳନ କରାଯାଇଛି । 

ଜିଲ୍ଲା ଦାବି ପ୍ରସଙ୍ଗକୁ ନେଇ ଜୋରଦାର ଆନ୍ଦୋଳନ କରାଯାଇଛି । ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ  ଦୋକାନ ବଜାର, ଶିକ୍ଷା ଅନୁଷ୍ଠାନ, ସରକାରୀ ଓ ବେସରକାରୀ ଅନୁଷ୍ଠାନ ଓ ବିଭିନ୍ନ ପ୍ରତିଷ୍ଠାନ ମଧ୍ୟ ବନ୍ଦ ରହିଛି l ଦୀର୍ଘ ୩୦ ବର୍ଷ ହେବ  ଟିଟିଲାଗଡ଼କୁ ଜିଲ୍ଲା ମାନ୍ୟତା ଦାବିକୁ ନେଇ ଆନ୍ଦୋଳନ ଜୋର ଧରି ଥିବାବେଳେ ରାଜ୍ୟ ସରକାର ଭୁଆଁ ଵୁଲେଇ ଚାଲୁ ଥିବା ନେଇ ଅଭିଯୋଗ ହୋଇଛି ।

ଆହୁରି ପଢନ୍ତୁ ଓଡିଶା ଖବର...

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ