ସାଢେ ୬ ଘଣ୍ଟାରେ ୧୪ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ
by Argus News
Fri, May 31 | 7:24 a.m.

ଅର୍ଗସ ବ୍ୟୁରୋ: ରାଉରକେଲା ସରକାରୀ ଡାକ୍ତରଖାନାରେ ସାଢେ 6 ଘଣ୍ଟାରେ 14 ଜଣଙ୍କ ଅସ୍ବାଭାବିକ ମୃତ୍ୟୁ । ଅଂଶୁଘାତରେ ଲୋକଙ୍କ ମୃତ୍ୟୁ ହୋଇଥିବା ଆଶଙ୍କା କରାଯାଉଛି। 14 ଜଣଙ୍କ ମୃତ୍ୟୁ ହେବାସହ 18ରୁ ଅଧିକ ଗୁରୁତର ହୋଇଛନ୍ତି । ସେମାନଙ୍କ ମଧ୍ୟରୁ 5 ଜଣ ଗୁରୁତରଙ୍କୁ ଭୁବନେଶ୍ବରକୁ ସ୍ଥାନାନ୍ତର କରାଯାଇଛି । RGHରେ ଅତିରିକ୍ତ ଜିଲ୍ଲାପାଳ ଓ ଉପଜିଲ୍ଲାପାଳ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି ।ଗତକାଲି ରାତି ରେ ପ୍ରାୟ 13 ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ବିଳମ୍ବିତ ରାତିରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି।

26 ଜଣ rgh ଆଡ଼ିମିଟ ହୋଇଛନ୍ତି। ସେପଟେ 5 ଜଣଙ୍କୁ ଗୁରୁତର ଭାବେ ହାଇଟେକ୍ କୁ ସ୍ଥାନାନ୍ତରିତ କରାଯାଇଛି। ଆଜି ପୋଷ୍ଟ୍ ମୋଟମ୍ ରିପୋର୍ଟ୍ ଆସିଲେ ମୃତୁ ର କାରଣ ସ୍ପଷ୍ଟ ହେବ ବୋଲି ପ୍ରଶାସନ ପ୍ରତିକ୍ରିୟା ଦେଇଛନ୍ତି। 14 ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସରକାରୀ ତଥ୍ୟ କହୁଛି 12 ଜଣଙ୍କ ମୃତ୍ୟୁ ଘଟିଛି। କଣ ପାଇଁ ମୃତୁ ର ସଙ୍ଖ୍ୟାକୁ ଲୁଚାଇବାକୁ ଚେଷ୍ଟା କରୁଛି ପ୍ରଶାସନ। ତାହା ଏବେ ସାଧାରଣରେ ପ୍ରଶନବାଚୀ ସୃଷ୍ଟି ହୋଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା