ଓଲଟିଲା ମୋ ବସ୍‌, ୧୫ରୁ ଅଧିକ ଆହତ
by Argus News
Sat, Apr 06 | 2:52 p.m.

ଅର୍ଗସ ବ୍ୟୁରୋ:  ନାଳକୁ ଖସିଲା ମୋ ବସ୍‌, 15ରୁ ଅଧିକ ଆହତ ହୋଇଥିବା ସୂଚନା ରହିଛି । ରାସ୍ତାକଡ଼ ନାଳକୁ ଖସିଲା ମୋ ବସ୍‌ । ପିତାପଲ୍ଲୀ ଛକରେ ଭାରସାମ୍ୟ ହରାଇ ମୋ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୁବନେଶ୍ଵରରୁ ଖୋର୍ଦ୍ଧା ଆସୁଥିବାବେଳେ ଦୁର୍ଘଟଣା ହୋଇଥିବା ସୂଚନା । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ଆଉ କାହାର କିଛି କ୍ଷୟକ୍ଷତି ହୋଇଛି କି ନାହିଁ ସୂଚନା ନାହିଁ। ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ