ମର୍ମନ୍ତୁଦ ଦୁର୍ଘଟଣା, ୧୫ ଆହତ
by Argus News
Sun, Apr 14 | 11:12 a.m.

ଅର୍ଗସ ବ୍ୟୁରୋ:  ଭାରସାମ୍ୟ ହରାଇ ଓଲଟିଲା ତୀର୍ଥ ଯାତ୍ରୀ ବସ । ଦୁର୍ଘଟଣାରେ ୧୫ ଜଣ ଆହତ ଥିବା ସୂଚନ । ବରଗଡ଼ ପଦ୍ମପୁର ଉପଖଣ୍ଡ ବୁଡେନ ଥାନା ସୁଲିଆ ଗାଁରେ ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିଛି । ଛତିଶଗଡ଼ ବଲୋଦା ଅଞ୍ଚଳର ୫୫ ତୀର୍ଥ ଯାତ୍ରୀଙ୍କ ଶ୍ରୀ ନୃସିଂହନାଥଙ୍କ ମନ୍ଦିର ଦର୍ଶନ କରି ଫେରୁଥିଲେ । ଫେରିବା ବେଳେ ଭୋର ସମୟରେ ଦୁର୍ଘଟଣା ହୋଇଥିଲା । ସମସ୍ତ ଆହତଙ୍କୁ ଉଦ୍ଧାର କରି ପଦ୍ମପୁର ଉପଖଣ୍ଡ ଚିକିତ୍ସାଳୟକୁ ଅଣାଯାଇଥିବା ବେଳେ ସମସ୍ତଙ୍କର ଚିକିତ୍ସା କରାଯାଉଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ