ବାହାର ରାଜ୍ୟକୁ ଚାଲାଣ ବେଳେ ୧୮ ଦାଦନ ଶ୍ରମିକ ଉଦ୍ଧାର
by Argus News
Wed, Oct 16 | 8:22 a.m.

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ପାଲଟିଛି ଦାଦନ ଚାଲାଣର ହବ୍ । ଦାଦନ ଋତୁ ଆରମ୍ଭ ପୂର୍ବରୁ ଦାଦନ ଦଲାଲମାନେ ଗାଁ ଗାଁ କୁ ଯାଇ ଟଙ୍କା ବଇନା ଦେଇ କରୁଛନ୍ତି ଦାଦନ ଚାଲାଣ । ଗାଁରେ କାମ ଧନ୍ଦା ନ ପାଇ ଗରିବ ଲୋକେ ହେଉଛନ୍ତି ଦାଦନ ଚାଲାଣ । ଏଭଳି ଦେଖିବାକୁ ମିଳିଛି କଣ୍ଟାବାଞ୍ଜି ଥାନା ଅନ୍ତର୍ଗତ କଦଳୀପଡା ଠାରେ । 

ବେଆଇନ ଭାବେ ଦାଦନ ଚାଲାଣ ହେଉଥିବା ଖବର ପାଇ କଣ୍ଟାବାଞ୍ଜି ପୋଲିସ ୧୮ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରି ସର୍ଦ୍ଦାର ପ୍ରଦୀପ ବେହେରା ଓ ଡ୍ରାଇଭରଙ୍କୁ ଗିରଫ କରିଛି । ଚାଲାଣରେ ବ୍ୟବହୃତ ଟାଟା ଏସି ଗାଡିକୁ ଜବତ କରି ଅଧିକ ତଦନ୍ତ ଆରମ୍ଭ କରିଛି । ୭ ଜଣ ମହିଳା, ସମେତ ୪ ଜଣ ପୁରୁଷ ଓ ୭ ଜଣ ଶିଶୁ କୁ ଉଦ୍ଧାର କରାଯାଇଛି । ଉଦ୍ଧାର ଦାଦନ ହେଲେ ମୁରିବାହଲ ଥାନା ସର୍ଦ୍ଧlପୁର ବୋଲି ଜଣାପଡିଛି  । 
 

ଆହୁରି ପଢନ୍ତୁ ଓଡିଶା ଖବର...

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା