ଏନକାଉଣ୍ଟରରେ ସେନାର ଦୁଇ ଅଧିକାରୀ ଓ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି
by Argus News
Wed, Nov 22 | 9:48 p.m.

ଅର୍ଗସ ବ୍ୟୁରୋ : ଆତଙ୍କବାଦୀଙ୍କ ଆକ୍ରମଣରେ ୪ ଯବାନ ସହିଦ । ଜମ୍ମୁ-କାଶ୍ମୀରର ରଜୌରୀରେ ଆତଙ୍କବଦୀ ଓ ସେନା ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଭାରତୀୟ ସେନାର ଦୁଇ ଅଧିକାରୀ ଓ ଦୁଇ ଜଣ ଯବାନ ସହିଦ ହୋଇଛନ୍ତି । ସେହିପରି ସେନା ଗୁଳିରେ ଜଣେ ଆତଙ୍କବାଦୀ ନିପାତ ହୋଇଥିବା ସୂଚନା ମିଳିଛି । 

ଅଧିକ ପଢନ୍ତୁ ଭାରତ ଖବର

ରଜୌରୀର କାଲକୋଟ ଥାନା ଅନ୍ତର୍ଗତ ବାଜି ଗାଁର ଜଙ୍ଗଲରେ ଦୁଇରୁ ତିନି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ଏହାପରେ ଭାରତୀୟ ସେନା ଓ ଜମ୍ମୁ କଶ୍ମୀର ପୁଲିସର ସ୍ପେଶାଲ ଅପରେସନ୍‌ ଗ୍ରୁପ ସର୍ଚ୍ଚ ଅପରେସନ୍‌ ଆରମ୍ଭ କରିଥିଲେ । ଏହି ସମୟରେ ଜଙ୍ଗଲ ଭିତରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏଥିରେ ସେନା ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଭାରତୀୟ ସେନାର ୪ ଜଣ ସହିଦ ହୋଇଛନ୍ତି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ