ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଦୁଇ ପଜିଟିଭ ଚିହ୍ନଟ
by Argus News
Mon, Jan 01 | 11:46 a.m.

ଅର୍ଗସ ବ୍ୟୁରୋ: ରାଜ୍ୟରେ ଧୀରେ ଧୀରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ଆଉ ଦୁଇ ନୂଆ କୋଭିଡ଼ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା 21କୁ ବୃଦ୍ଧି ପାଇଛି । ଦିନକୁ ଦିନ ଯେଉଁଭଳି ଭାବରେ କରୋନା ସଂକ୍ରମଣ ସଂଖ୍ୟା ବଢ଼ିଚାଲିଛି ତାକୁ ନେଇ ଚିନ୍ତା ବଢ଼ୁଛି। ଯଦି ଏହି ଭଳି ଭାବରେ ଆଗକୁ ସ୍ଥିତି ଜାରି ରୁହେ ତେବେ ପରିସ୍ଥିତି ଅସମ୍ଭାଳ ହୋଇଯିବ। ଏସବୁ ଭିତରେ ସାଧାରଣରେ ଚର୍ଚ୍ଚା ହେଉଛି ଯେ, ପରିସ୍ଥିତି ଆଗକୁ ଅଣାୟତ ହେଲେ କଣ ପୁଣିଥରେ ଲକଡାଉନ ହୋଇପାରେ କି ? 

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଭୟାବହ ଅଗ୍ନିକାଣ୍ଡ
42m ago
ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ
ବାଲେଶ୍ୱର: ରେମୁଣା ଗୋଲେଇ ସ୍ଥିତ ଅନ୍ନପୂର୍ଣ୍ଣା ଫାଇନାନ୍ସ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ । ସର୍ଟସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି । ଏହି ଦୁର୍ଘଟଣାର
TANKA
43m ago
ଶଙ୍ଖ ଚିହ୍ନରେ ଭୋଟ ଦେବାକୁ କହି ୨୦୦ ଟଙ୍କା ଦିଆ ଯାଇଛି
ଅର୍ଗସ ବ୍ୟୁରୋ: ର୍ନିବାଚନ ଯେତେ ପାଖେଇ ଆସୁଛି ବର୍ତ୍ତମାନ ସେତେ ଜୋରରେ ପ୍ରଚାର ପ୍ରସାର କରାଯାଉଛି । ଆଉ ଭୋଟରଙ୍କୁ କିଣିବା ପାଇଁ ସଭାରେ ପୁଳା ପୁଳା ଟଙ୍କା ଵଣ୍ଟା ଯାଉଛି । ନବୀନଙ୍
TIGER
53m ago
ଧରାପଡିଲା ସହରୀ ବାଘ
ଅର୍ଗସ ବ୍ୟୁରୋ: ଧରାପଡିଲା ସହରୀ ବାଘ । ଏହା ଏକ କଲରା ପତରିଆ ବାଘ ବୋଲି ପ୍ରତ୍ୟକ୍ଷଦର୍ଶୀ ଙ୍କ ପକ୍ଷରୁ ସୂଚନା ମିଳିଛି । ଆଜି ସକାଳ ୬.୪୦ ମିନିଟ ସମୟରେ ସହରର ଭଞ୍ଜପୁ