ଆଜି ରାଜ୍ୟ ବିଜେପି‍ର 2ଦିନିଆ କାର୍ଯ୍ୟକାରିଣୀ ବୈଠକ
by Argus News
Fri, Jul 19 | 7:24 a.m.

ଅର୍ଗସ ବ୍ୟୁରୋ:  ଆଜି ପୁରୀରେ ରାଜ୍ୟ ବିଜେପି‍ର 2ଦିନିଆ କାର୍ଯ୍ୟକାରିଣୀ ବୈଠକ । ବୈଠକରେ ସାମିଲ ହେବେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା । ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ବିଭିନ୍ନ ସାମାଜିକ ପ୍ରସଙ୍ଗକୁ ନେଇ ଆଜି ଓ ଆସନ୍ତାକାଲି ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ହେବ ଆଲୋଚନା। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସଭାପତିତ୍ବରେ  ପ୍ରଥମେ ରାଜ୍ୟ ପଦାଧିକାରୀ ବୈଠକ ଅନୁଷ୍ଠିତ ହେବ।

ଏହାପରେ ଅନୁଷ୍ଠିତ ହେବାକୁ ଥିବା ଗୁରୁତ୍ବପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା ଉଦଘାଟନ କରିବେ।ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ବୈଠକରେ ବିଭିନ୍ନ ପ୍ରସଙ୍ଗକୁ ନେଇ ସମୀକ୍ଷା କରିବେ ରାଷ୍ଟ୍ରୀୟ ସଭାପତି ଜେ.ପି.ନଡ୍ଡା । ଦଳର ଆଗାମୀ ରଣନୀତି ନେଇ ପ୍ରସ୍ତୁତ ହେବ ରୋଡ୍ ମ୍ୟାପ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା