ରଡ ବୋଝେଇ ଟ୍ରକ ଧକ୍କା, ବାପ-ପୁଅ ମୃତ
by Argus News
Fri, Feb 23 | 5:48 p.m.

ଅର୍ଗସ ବ୍ୟୁରୋ: କେନ୍ଦୁଝର ଘଟଗାଁର ପିପିଳିଆ ଛକ ନିକଟରେ ରଡ ବୋଝେଇ ଟ୍ରକ ଧକ୍କା। ଘଟଣା ସ୍ଥଳରେ ବାପ ପୁଅ ମୃତ୍ୟୁ ବରଣ କରିଥିବା ବେଳେ ଖବର ପାଇ ଦାଦାଙ୍କ ହୃଦଘାତରେ ମୃତ୍ୟୁ ହେୋଇଛି। ବାରିଗାଁରୁ ବାପା କାଣ୍ଡେ ମୁଣ୍ଡା ଓ ପୁଅ ଲକ୍ଷ୍ମଣ ମୁଣ୍ଡା ଏକ ସ୍କୁଟି ଯୋଗେ ବାଙ୍କପାଟୁଳୀ ସାପ୍ତାହିକ ହାଟକୁ ଆସୁଥିବା ବେଳେ ପିପିଳିଆ ଛକ ନିକଟରେ ଏକ ରଡ଼ ବୋଝେଇ ଟ୍ରକ ସ୍କୁଟିକୁ ଧକ୍କା ଦେଇଥିଲା । ଘଟଣା ସ୍ଥଳରେ ବାପ ପୁଅ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ