ବିଦ୍ୟୁତ ଖୁଣ୍ଟକୁ ପିଟିଲା କାର, ୨ ମୃତ
by Argus News
Tue, Dec 12 | 10:24 a.m.

ଅର୍ଗସ ବ୍ୟୁରୋ:  ଭଦ୍ରକ 16 ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବିଦ୍ୟୁତ ଖୁଣ୍ଟକୁ ପିଟିଲା କାର। 4ଜଣଙ୍କ ମଧ୍ୟରୁ 2 ଜଣ ମୃତ,2 ଜଣ ଗୁରୁତର।କଲିକତାରୁ ଭୁବନେଶ୍ୱର ଆସିବା ବେଳେ ହୋଇଥିଲା ଦୁର୍ଘଟଣା। ଗୁରୁତର ଜଣକୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାରେ ୨ ମୃତ୍ୟୁବରଣ କରିଥିବା ଜଣାପଡିଛି। ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 

BOBBY DAS
10m ago
କୋରେଇରେ ଟଙ୍କା ବାଣ୍ଟୁଛନ୍ତି ବବି !
ଅର୍ଗସ ବ୍ୟୁରୋ: ବବିଙ୍କ ଲାଗି ଏବେ ଡୁଆଲ ଚ୍ୟାଲେଞ୍ଜ । ସମ୍ବଲପୁରରେ ତ ହାରିବେ ହାରିବେ...କୋରେଇରେ ବି ବିଜୟ ସେତେ ସହଜ ନୁହେଁ । ପଶ୍ଚିମ ଓଡ଼ିଶା ସାଂସଦ ସ୍ଵପ୍ନ କେବେ ସତ ହେବନି ବୋଲ
BJD
21m ago
ରୋଡ୍ ସୋ' କଲେ ନବୀନ, ହେଲେ ପ୍ରାର୍ଥୀଙ୍କୁ ନେଲେନି ?
ଅର୍ଗସ ବ୍ୟୁରୋ: ମାଳମାଳ ପୋଲିସ କର୍ମୀ, ଗହଳି ବେଶୀ ନଥିଲେ ବି ଟଙ୍କା ନେଇ ରାସ୍ତା କଡ଼ରେ ଛିଡା ହୋଇଥିଲେ ଜନତା । କେତେବେଳେ ନବୀନ ଆସିବେ ? କାହା ପାଇଁ ଭୋଟ୍‌ ମାଗିବେ ? ସେନେ
BOBBY DAS
24m ago
ହାରିବା ଭୟରେ ବାଉଳି ହେଲେଣି ବବି
ଅର୍ଗସ ବ୍ୟୁରୋ: ହାରିବା ଭୟରେ ବିଳିବିଳି ହେଲେଣି ବବି । ସାମ୍ନାରେ ଯେବେ ହାରିବାର ଭୟ ଥାଏ ସେତେବେଳେ ଏମିତି ବାଉଳି ବୋଧହୁଏ ନେତାଏ ହୁଅନ୍ତି । ଖାସ କରି ବିଜେଡିର ନେତାଏ ଏବେ ବିଳିବିଳ