ଟ୍ରକକୁ ପିଟିଲା ସ୍କର୍ପିଓ, ଚାଲିଗଲା ଦୁଇ ଜଣଙ୍କ ଜୀବନ
by Argus News
Tue, Apr 02 | 9:32 a.m.

ଅର୍ଗସ ବ୍ୟୁରୋ:  ଭଦ୍ରକ 16 ନଂ ଜାତୀୟ ରାଜପଥ ନଳାଙ୍ଗ ଛକ ନିକଟରେ ଦୁର୍ଘଟଣା । ପଶ୍ଚିମବଙ୍ଗରୁ ପୁରୀ ଆସୁଥିବା ଟ୍ରକକୁ ପିଟିଲା ସ୍କର୍ପିଓ । ଦୁର୍ଘଟଣାରେ 2 ଜଣଙ୍କ ମୃତ୍ୟୁ ହୋଇଥିବାବେଳେ 4 ଜଣ ଗୁରୁତର ହୋଇଛନ୍ତି । ଚିକିତ୍ସା ପାଇଁ ଗୁରୁତରଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ସେମାନଙ୍କ ଅବସ୍ଥା ଭଲ ନଥିବା ଜଣାପଡିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ