ମହାନଦୀରେ ଭାସିଯାଇ ନିଖୋଜ ୨ ନାବାଳକ
by Argus News
Fri, Oct 11 | 6:16 p.m.

ଅର୍ଗସ ବ୍ୟୁରୋ :  ମହାନଦୀରେ ଭାସି ଗଲେ ୨ ନାବାଳକ । ସମ୍ବଲପୁର ସଡ଼କ ଘାଟ ମହାନଦୀରେ ଅଘଟଣ । ମହାନଦୀକୁ ଗାଧୋଇବାକୁ ଯାଇ ବୁଡ଼ିଗଲେ ୨ ନାବାଳକ ।

ଅଧିକ ପଢନ୍ତୁ ଓଡିଶା ଖବର

ଘଟଣାସ୍ଥଳକୁ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଖୋଜା ଖୋଜି କରୁଛନ୍ତି ।

ଅବଢା
7m ago
ଚଢା ଦର ଯୋଗୁଁ ବହୁ ଭକ୍ତ କାଳିଆର ଅବଢାରୁ ବଞ୍ଚିତ
ଅର୍ଗସ ବ୍ୟୁରୋ: କାର୍ତ୍ତିକ ଆରମ୍ଭରୁ ମହାପ୍ରସାଦ ଦର ବେଲଗାମ। ଚଢ଼ା ଦରରେ ମହାପ୍ରସାଦ ବିକ୍ରି ଯୋଗୁଁ ଭକ୍ତ ହେଉଛନ୍ତି ନିରାଶ। ଭୋଗରେ ଶୁଦ୍ଧ ଘିଅ ବ୍ୟବହାର ପାଇଁ ଶ୍ରୀମନ୍ଦି
PCC PRESIDENT
14m ago
ପିସିସି ସଭାପତି ଚୟନ ପାଇଁ ଛତିଶଗଡ଼ ବିରୋଧି ଦଳ ନେତା ଚରଣଙ୍କୁ ଦେଲେ ଦାୟିତ୍ଵ
ଅର୍ଗସ ବ୍ୟୁରୋ: ରାଜ୍ୟ କଂଗ୍ରେସର ସମସ୍ତ କମିଟି ଭାଙ୍ଗିବାର 87 ଦିନ ପରେ ଏଆଇ ସିସି ର ଚେତା ପଶିଛି । ଛତିଶଗଡ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତ ଙ୍କୁ ରାଜ୍ୟ କଂଗ୍ରେସ ସଂଗଠ
OSSSC
27m ago
OSSSC ନିଯୁକ୍ତି ପରୀକ୍ଷା ବିବାଦର ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ
ଅର୍ଗସ ବ୍ୟୁରୋ: OSSSC ପରିଚାଳିତ ନିଯୁକ୍ତି ପରୀକ୍ଷା ବିବାଦର ଖୁବଶୀଘ୍ର ସମାଧାନ କରିବେ ରାଜ୍ୟ ସରକାର। ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି । ଏକ ପ୍ରେସ ବିଜ୍ଞପ୍ତିର