ଟ୍ରକ ଧକ୍କାରେ ୨ ଛାତ୍ର ସମେତ ଅଭିଭାବକ ମୃତ
by Argus News
Mon, Aug 05 | 9:34 a.m.

କେଉଁଝର : ଚାପିଦେଲା ଟ୍ରକ୍ । ୨ ଛାତ୍ରଙ୍କ ସମେତ ଜଣେ ଅଭିଭାବକ ମୃତ । କେନ୍ଦୁଝର ଜିଲ୍ଲା ଯୋଡ଼ା ଡିଏଭି ସ୍କୁଲ ନିକଟରେ ଘଟିଛି ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଟ୍ରକ୍ ଧକ୍କାରେ ଡିଏଭି ସ୍କୁଲର ୨ ଛାତ୍ରଙ୍କ ସମେତ ଜଣେ ଅଭିଭାବକଙ୍କ ମୃତ୍ୟୁ ହୋଇଛି । ମୃତକ ଯୋଡ଼ା ଆଜାଦ ବସ୍ତି ଅଞ୍ଚଳର କ୍ରିଷ୍ଣା ଭୂସାଲ୍, ତାଙ୍କ ପୁଅ ନିକିତ ଭୂସାଲ୍ ଓ ସନ୍ତୋଷ ଶର୍ମାଙ୍କ ପୁଅ ଗଣେଶ ଶର୍ମା ।

ଅଧିକ ପଢନ୍ତୁ : ଭାରସାମ୍ୟ ହରାଇ ଓଲଟି ପଡିଲା କାର, ନିଖୋଜ କାର ଚାଳକ

କ୍ରିଷ୍ଣା ଭୂସାଲ୍ ଏକ ବାଇକ୍ ଯୋଗେ ଦୁଇ ଛାତ୍ରଙ୍କୁ ନେଇ ସ୍କୁଲ ଛାଡ଼ିବାକୁ ଯିବାବେଳେ ଟ୍ରକ୍ ଟି ସେମାନଙ୍କୁ ଧକ୍କା ଦେଇ ପଳାଇ ଯାଇଥିଲା । ଦୁର୍ଘଟଣା ପରେ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଦେଖାଦେଇଛି ।
 

OSSSC
10m ago
OSSSC ପରୀକ୍ଷା ବିବାଦ। ଏହାର ଖୁବଶୀଘ୍ର ସମାଧାନ କରିବେ ରାଜ୍ୟ ସରକାର
ଅର୍ଗସ ବ୍ୟୁରୋ: OSSSC ପରିଚାଳିତ ପରୀକ୍ଷା ବିବାଦ। ଏହାର ଖୁବଶୀଘ୍ର ସମାଧାନ କରିବେ ରାଜ୍ୟ ସରକାର। ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଆରମ୍ଭ ହୋଇଛି ବୋଲି ଏକ ପ୍ରେସ ବିଜ୍ଞପ୍ତିର
ଦିନ ବେଳର
10m ago
ଦିନ ବେଳର ଖବର ସଂକ୍ଷେପରେ...
ଅର୍ଗସ ବ୍ୟୁରୋ: ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି 2020... ପୁନଃ ଗଠିତ ହେଲା ଟାସ୍କ ଫୋର୍ସ.. ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କଲେ ରାଜ୍
ହବିଷ୍ୟାଳି
12m ago
ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା
ଅର୍ଗସ ବ୍ୟୁରୋ: ଅଣପଞ୍ଜିକୃତ ହବିଷ୍ୟାଳିଙ୍କୁ ରଖିବା ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ବୃନ୍ଦାବତୀ ନିବାସର ବେସମେଣ୍ଟରେ ରହିବେ ୧୪୦ ହବିଶ୍ୟାଳି। ତେବେ ଆଜି ସୁଦ୍ଧା ସମସ୍ତ ତାଲିକ