ଝାଡାବାନ୍ତିରେ 3 ଜଣଙ୍କ ମୃତ୍ୟୁ ଘଟଣାରେ ୨ ଜଣ ତଳିଆ କର୍ମଚାରୀଙ୍କୁ ନିଲମ୍ବନ
by Argus News
Fri, Mar 29 | 12:03 p.m.

ସମ୍ବଲପୁର:  ହୀରାକୁଦରେ ଝାଡାବାନ୍ତିରେ 3 ଜଣଙ୍କ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଜନସ୍ଵାସ୍ଥ୍ୟ ବିଭାଗ ୨ ଜଣ ତଳିଆ କର୍ମଚାରୀଙ୍କୁ ନିଲମ୍ବନ କରି ନିଜ ମୁଣ୍ଡରୁ ଦୋଷ ଖସାଇଦେଇଥିବା ଅଭିଯୋଗ ହୋଇଛି ।

ପିଅନ ବେଣୁଧର ବିଶ୍ବାଳ ଓ HR ପର୍ଶୁରାମ ପ୍ରଧାନ ନିଲମ୍ବିତ ହୋଇଛନ୍ତି । ତଳିଆ କମଚାରୀଙ୍କୁ ନିଲମ୍ବନ କରି ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରୁଛି କି ଜନସ୍ବାସ୍ଥ୍ୟ ବିଭାଗ ?  ସେପଟେ ଜିଲ୍ଲା ପ୍ରଶାସନ ଝାଡାବାନ୍ତିରେ ଜଣଙ୍କର ବି ମୃତ୍ୟୁ ହୋଇନାହିଁ ବୋଲି ସଫେଇ ଦେଇଛି ।   

ଅଧିକ ପଢନ୍ତୁ ଓଡ଼ିଶା ଖବର 

MIGRANT DEATH CASE
8m ago
ବାହାରିନରେ ଦାଦନ ଖଟିବାକୁ ଯାଇ ଅକାଳରେ ଗଲା ଜୀବନ
ଅର୍ଗସ ବ୍ୟୁରୋ : ପୁଣି ଗଞ୍ଜାମରେ ଦାଦନ ଦୁଃଖ । ବାହାରିନକୁ ଦାଦନ ଖଟିବାକୁ ଯାଇ ଅକାଳରେ ଜୀବନ ଯାଇଛି । ଗଞ୍ଜାମ ଖଲ୍ଲିକୋଟ ବାଗଲପୁର ଗାଁରେ ଅଭାବନୀୟ ଘଟଣା । କିଛି ଦିନ ତଳେ ଗାଁ
BJD ISSUE
25m ago
ଅଡୁଆରେ ଚାନ୍ଦବାଲି ବିଜେଡି, ରଞ୍ଜନ ପତ୍ନୀଙ୍କ ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା
ଅର୍ଗସ ବ୍ୟୁରୋ : ଚର୍ଚ୍ଚାରେ ଚାନ୍ଦବାଲି ବିଜେଡି ରାଜନୀତି । ମହିଳା ଜଣକ କାନ୍ଦିକାନ୍ଦି କୋହୁଛନ୍ତି ମୋର ମୃତ୍ୟୁପାଇଁ କେବଳ ବାପି ବାବୁ ହିଁ ଦାୟୀ । କିନ୍ତୁ କାହିଁକି ବିଜେଡି ବିଧାୟ
TRIPLE MURDER
ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ଗୁଳିକରି ହତ୍ୟା ଅଭିଯୋଗ
ଅର୍ଗସ ବ୍ୟୁରୋ : ଝାରସୁଗୁଡ଼ାରେ ଟ୍ରିପଲ୍ ମର୍ଡର । ଝାରସୁଗୁଡ଼ାରେ ୩ ଜଣଙ୍କୁ ହତ୍ୟା ଅଭିଯୋଗ । ଗୋଟିଏ ପରିବାରର ୩ ସଦସ୍ୟଙ୍କୁ ଗୁଳିକରି ହତ୍ୟା ଅଭିଯୋଗ । ବାଣୀପାହାଡ଼ ଜଙ୍ଗଲ ପାଖର