ବାହାର ରାଜ୍ୟକୁ ଚାଲାଣ ବେଳେ ୨୦ ଦାଦନ ଉଦ୍ଧାର
by Argus News
Sat, Dec 02 | 11:12 a.m.

ଅର୍ଗସ ବ୍ୟୁରୋ: ବାହାର ରାଜ୍ୟକୁ ଚାଲାଣ ବେଳେ ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର ବିଭିନ୍ନ ସ୍ଥାନରୁ ୨୦ ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରିଥିବା ବେଳେ ୩ ଗାଡ଼ିକୁ ଜବତ କରିବା ସହ ୩ଜଣ ଡ୍ରାଇଭରଙ୍କୁ ଗିରଫ କରିଛି। ମୁରିବାହାଲ ଥାନା ଚଳକୀ ଛକରୁ ଜଏଁତରା ଗ୍ରାମର ୧୦ଜଣ ଦାଦନ ଶ୍ରମିକ ବାହାର ରାଜ୍ୟକୁ ଚାଲାଣ ହେଉଥିବା ବେଳେ ମୁରିବାହାଲ ପୋଲିସ ଦ୍ଵାରା ଉଦ୍ଧାର ହୋଇଥିବା ଜଣାପଡିଛି । 

ଅଭିଯୁକ୍ତ ମୁଖ୍ୟ ସର୍ଦ୍ଦାର ଦିବାକର ଚନ୍ଦନ ଫେରାର ହୋଇଯାଇଛି । ସେହିପରି ତୁରେକେଲା ଅଞ୍ଚଳରୁ ମଧ୍ୟ ୧୦ଜଣ ଦାଦନ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି । ଚାଲାଣରେ ବ୍ୟବହୃତ ବୋଲେରୋ ଓ ଅଟୋକୁ ଜବତ କରାଯାଇଛି । ୨ ଚାଳକଙ୍କୁ ଗିରଫ କରିଛି ପୋଲିସ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ