୨୦ ଲକ୍ଷ ହେଲା ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା
by Argus News
Tue, Oct 08 | 9:40 p.m.

ଅଗର୍ସ ବ୍ୟୁରୋ : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି। ପିଛିଲା ଭାବେ ୨୦୨୪ ଜାନୁଆରୀ ୧ ରୁ ଲାଗୁ ହେବ। ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଅଧିକ ପଢନ୍ତୁ ଓଡିଶା ଖବର

 ରାଜ୍ୟର ବିଭିନ୍ନ ସେବା ସଙ୍ଗଠନ ଗୁଡିକ ଏଥିପାଇଁ ରାଜ୍ୟ ସରକାରଙ୍କ ନିକଟରେ ଅନୁରୋଧ କରିଥିଲେ ।
 

ଗ୍ରାଚୁଇଟି ସୀମା
୨୦ ଲକ୍ଷ ହେଲା ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା
ଅଗର୍ସ ବ୍ୟୁରୋ : ରାଜ୍ୟର ସରକାରୀ କର୍ମଚାରୀମାନଙ୍କ ଗ୍ରାଚୁଇଟି ସୀମା ୧୫ ଲକ୍ଷରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି। ପିଛିଲା ଭାବେ ୨୦୨୪ ଜାନୁଆରୀ ୧ ରୁ ଲାଗୁ ହେବ। ରାଜ୍ୟର ସରକାରୀ କର୍ମଚାର
ସୁଭଦ୍ରା ଯୋଜନା
ଅସହାୟଙ୍କ ସାହାର ସୁନିଲ, ସାଜିଛନ୍ତି ସୁଭଦ୍ରା ଯୋଜନାର ସାରଥୀ
ସମ୍ବଲପୁର : କିଏ ଚାଲି ପାରୁ ନାହିଁ, ତ କିଏ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାପାଇଁ ଅନ୍ୟର ସାହାରା ଲୋଡୁଛି, ସେ ପରିସ୍ଥିତିରେ ଅନେକ ଅସହାୟ, ଗର୍ଭବତୀ, ଦିବ୍ୟାଙ୍ଗ ମହିଳାମାନ
ହରିୟାଣା
ହରିୟାଣାରେ ଫେଲ ମାରିଲା ସମସ୍ତ ଏକଜିଟ୍ ପୋଲର ଆକଳନ
ନୂଆଦିଲ୍ଲୀ: ଭୁଲ୍ ପ୍ରମାଣିତ ହେଲା କଂଗ୍ରେସର ସବୁ ଆସ୍ଫାଳନ । ହରିଆଣାରେ ଫେଲ୍ ମାରିଲା ସମସ୍ତ ଏକଜିଟ୍ ପୋଲର ଆକଳନ । ମୋଦିଙ୍କ ବିଶ୍ବସ୍ତ ସିପାହୀଙ୍କ ରଣନୀତି ଆଗରେ ବିରୋଧୀ ହେଲେ ଚିତ୍