ଅସ୍ଥାୟୀ ଭସାଣୀ ପୋଖରୀ ପାଇଁ ଖର୍ଚ୍ଚ ହୋଇଛି ୨୦ରୁ ୨୧ ଲକ୍ଷ 
by Argus News
Mon, Oct 14 | 4:15 p.m.

 ଭୁବନେଶ୍ୱର:  ଭୁବନେଶ୍ବରରେ ମୂର୍ତ୍ତି ବିସର୍ଜନ ପାଇଁ ଦୟା ଏବଂ କୁଆଖାଇରେ ମୋଟ 5ଟି ଅସ୍ଥାୟୀ ପୋଖରୀ ତିଆରି କରାଯାଇଛି । ପ୍ରତି ଅସ୍ଥାୟୀ ପୋଖରୀରେ ୨୦ରୁ ୨୧ ଲକ୍ଷ ପର୍ଯ୍ୟନ୍ତ ଖର୍ଚ୍ଚ ହୋଇଛି ।

ଏହାସହ ସମସ୍ତ ପୂଜା ମଣ୍ଡପ ନିୟମ ସହ ପରିବେଶ କଥା ଚିନ୍ତା କରି ବିସର୍ଜନ କରନ୍ତୁ ବୋଲି ବିଏମସି ପକ୍ଷରୁ ନିବେଦନ କରାଯାଇଛି ।  ବିସର୍ଜନ ପୂର୍ବରୁ ମୂର୍ତ୍ତିରେ ବ୍ୟବହୃତ ଫୁଲ, ପତ୍ର, ବସ୍ତ୍ର ଇତ୍ୟାଦି ଆଭୂଷଣକୁ ବାହାର କରି ଅସ୍ଥାୟୀ ପୁଷ୍କରିଣୀରେ ପକାଇବାକୁ ପରାମର୍ଶ ଦିଆଯାଇଛି । 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ମୋହନ ମାଝୀ
8m ago
ପୂର୍ବ ସରକାରରେ ଗଣତନ୍ତ୍ର ବଦଳରେ ଚାଲିଥିଲା ଅମଲାତନ୍ତ୍ର
ଅର୍ଗସ ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କେନ୍ଦୁଝର ଗସ୍ତର ଆଜି ଶେଷ ଦିନ । ଆଜି ଦିନ ୧୨ଟା ୪୫ରେ ମୁଖ୍ୟମନ୍ତ୍ରୀ ପଦ୍ମପୁର ଲକ୍ଷ୍ମୀ ପଡିଆରେ ବିଜେପିର ମେଗା ସଦସ୍ୟତ
BJD POLITICS
17m ago
24 ବିପର୍ଯ୍ୟୟ ପରେ ବିଜେଡ଼ିରେ ବଢୁଛି ଅସନ୍ତୋଷ
ଅର୍ଗସ ବ୍ୟୁରୋ: 24 ବିପର୍ଯ୍ୟୟ ପରେ ବିଜେଡ଼ିରେ ବଢ଼ିବାରେ ଲାଗିଛି ନେତାଙ୍କ ବୟାନବାଜି । ନବୀନଙ୍କ ବିରୁଦ୍ଧରେ ଖୁଲମଖୁଲା ବିଶୋଦଗାର କରୁଛନ୍ତି ନେତା । ଆଉ ଏଭଳି ସ୍ଥିତିରେ ଦଳର ନେତୃତ୍
ଦାଦନ ସମସ୍ୟା
52m ago
ରାଜ୍ୟରୁ ଦୂର ଦେବ ଦାଦନ ସମସ୍ୟା
ଅର୍ଗସ ବ୍ୟୁରୋ: ରାଜ୍ୟରୁ ଦୂର ଦେବ ଦାଦନ ସମସ୍ୟା । ଏଥିପାଇଁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଦାଦନ ଜନିତ ବିସ୍ଥାପନ ଦୂର ପାଇଁ ସରକାର ଏକ ଟାସ୍କଫୋର୍ସର ଗଠନ କରିଛନ୍ତି । ଦାଦ