ନିଖୋଜ ଯୁବକଙ୍କୁ ଖୋଜୁଛି ଅଗ୍ନିଶମ ବିଭାଗ
by Argus News
Tue, Jul 16 | 9:53 a.m.

କଟକ: ମହାନଦୀକୁ ଡେଇଁଲେ ଯୁବକ । କଟକ ଯୋବ୍ରା ସ୍ଥିତ ମହାନଦୀରେ ବୁଡି ଯୁବକ ଜଣ ନିଖୋଜ ହୋଇଯାଇଛନ୍ତି । ନିଖୋଜ  ଯୁବକକୁ ଖୋଜିବା ପାଇଁ ଅଗ୍ନିଶମ ବିଭାଗର ସର୍ଚ୍ଚ ଅପରେସନ ଜାରି ରଖିଛି । ନିଖୋଜ ଯୁବକ ଜଣକ ହେଲେ ଛତ୍ରବଜାର ଅଞ୍ଚଳର୨୯ ବର୍ଷୀୟ ଯୁବକ ପ୍ରଶାନ୍ତ ରାଉତ । ଯୁବକ ଜଣଙ୍କ ନଦୀକୁ କାହିଁକି ଡେଇଁଲେ ତାହାର କାରଣ ଅସ୍ପଷ୍ଟ ରହିଛି । ଗତକାଲି ରାତିରେ ଯୁବକ ଜଣକ ନଦୀରେ ବୁଡି ନିଖୋଜ ହୋଇଥିବାବେଳେ ଏବେ ଯାଏଁ ତାଙ୍କର ପତ୍ତା ମିଳିନାହିଁ । 

 

ଆହୁରି ପଢନ୍ତୁ ଓଡିଶା ଖବର...

ଆଜିଠାରୁ ଏକମାସ
54m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି