ମହୁମାଛି ଆକ୍ରମଣରେ ୩ ଗୁରୁତର
by Argus News
Mon, Dec 04 | 11:55 a.m.

ଅର୍ଗସ ବ୍ୟୁରୋ: ଆନନ୍ଦପୁର ଉପଖଣ୍ଡର ଭିନ୍ନ ଭିନ୍ନ ସ୍ଥାନରେ ମହୁମାଛି ଆକ୍ରମଣରେ ତିନିଜଣ ଗୁରୁତର ଆହତ ହୋଇ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏବେ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ଜଣା ପଡିଛି।  

ଘସିପୁରା ବ୍ଲକ୍ ବରିପାଳର ଶିକ୍ଷକ ନବୀନ ଚରଣ ହୋ ରାସ୍ତାରେ ଯିବା ସମୟରେ ମହୁମାଛି ଆକ୍ରମଣର ଶିକାର ହୋଇଥିବା ବେଳେ ଜରକସାହିର ଦଶମା ଭୂୟାଁ ମଧ୍ୟ ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି। ସେହିଭଳି  ଖାଳିଆମେଣ୍ଟା ଗାଁର କୁନି ଭୂୟାଁ ପୋଖରୀକୁ ଗାଧୋଇବାକୁ ଯାଉଥିବା ସମୟରେ ମହୁମାଛି ଆକ୍ରମଣର ଶିକାର ହୋଇଛନ୍ତି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ