ଅଜଣା ରୋଗରେ ୩ ଶିଶୁ ମୃତ୍ୟ, ୪ ଗୁରୁତର
by Argus News
Wed, Jun 12 | 6:26 p.m.

ରାୟଗଡା :  ରାୟଗଡା ଜିଲ୍ଲା ଦଙ୍ଗାସିଲ ପଞ୍ଚାୟତ ମୁଁନିସିଙ୍ଗ ଗାଁରେ ଅଜଣା ରୋଗ ଆକ୍ରାନ୍ତ।  ୩ ଶିଶୁ ମୃତ୍ୟ, ୪ ଗୁରୁତର। ତେବେ ଗୁରୁତରଙ୍କୁ ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି । ଦୀର୍ଘ ୭ ଦିନ ହେବ ଏହି ଅଜଣା ରୋଗରେ ଗ୍ରାମବାସୀ ପିଡିତ ହେଉଛନ୍ତି।

ଗ୍ରାମବାସୀଙ୍କ କହିବା ଅନୁଯାଇ ନାଳ ଓ ଝରଣା ପାଣି ପିଇବା ଦ୍ବାରା ଏପରି ସମସ୍ୟା ଉପୁଜିଛି। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରାଥମିକ ଚିକିତ୍ସା ପାଇଁ ଏଯାଏଁ କୌଣସି ଵ୍ୟଵସ୍ଥା କରାଯାଇ ନଥିବା ଅଭିଯୋଗ ହୋଇଛି। 
ଅଧିକ ପଢନ୍ତୁ ଓଡ଼ିଶା ଖବର 

ଉଚ୍ଚ ଜୁଆର
7m ago
ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ
ଅର୍ଗସ ବ୍ୟୁରୋ: ଗଞ୍ଜାମରେ ଅଶାନ୍ତ ସମୁଦ୍ର। ଉଚ୍ଚ ଜୁଆର ମାଡ଼ରେ ଭାଙ୍ଗିଲା ମତ୍ସ୍ୟଜୀବୀଙ୍କ ଆଶ୍ରୟସ୍ଥଳ। ଗଞ୍ଜାମ ଜିଲ୍ଲା ଆର୍ଯ୍ୟପଲ୍ଲୀ ସମୁଦ୍ରରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି
ରାଇବଣିଆ ଅଞ୍ଚଳରେ
10m ago
ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତୀପଲଙ୍କ ଉପଦ୍ରବ
ଅର୍ଗସ ବ୍ୟୁରୋ: ବାଲେଶ୍ବର ଜିଲ୍ଲା ଜଳେଶ୍ଵର ବ୍ଲକ ରାଇବଣିଆ ଅଞ୍ଚଳରେ ୭୦ ଟିକିଆ ଝାଡ଼ଖଣ୍ଡି ହାତି ପଲର ଉପଦ୍ରବ। ଲୋକେ ଭୟଭୀତ ଅଛନ୍ତି। ସୂଚନା ଅନୁଯାୟୀ ଗତକାଲି ରାତିରେ ରାଇବଣିଆର ଲୁହାପଡ
ଆଜିଠାରୁ ଏକମାସ
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ