ଟ୍ରକ୍‌ ଧକ୍କାରେ ୩ ବାଇକ ଆରୋହୀ ଯୁବକଙ୍କ ମୃତ୍ୟୁ
by Argus News
Sat, Apr 27 | 7:51 a.m.

ଅର୍ଗସ ବ୍ୟୁରୋ:  ଅନୁଗୁଳରେ ଟ୍ରକ୍‌ ଧକ୍କାରେ ୩ ବାଇକ ଆରୋହୀ ଯୁବକଙ୍କ ମୃତ୍ୟୁ । ଏନ୍ଏଚ୍ ୫୫ ପଞ୍ଚମହଲା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ୩ ଯୁବକ ବାଇକରେ ଯାଉଥିବା ବେଳେ ଧକ୍କା ଦେଲା ଟ୍ରକ  । ମୃତ ତିନି ଯୁବକ ଡେରେଜାଙ୍ଗ ଗାଁର ଛୋଟୁ ପ୍ରଧାନ , ରାଜେନ୍ଦ୍ର ପ୍ରଧାନ , କୃପା ପ୍ରଧାନ । ଘଟଣାକୁ ନେଇ ଉତ୍ତେଜନା ଦେଖା ଦେଇଛି । ଉତ୍ତ୍ୟକ୍ତ ଲୋକଙ୍କ ଦ୍ୱାରା ଜାତୀୟ ରାଜପଥ ଅବରୋଧ କରା ଯାଇଛି ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

PM
2m ago
ଶେଷ ହେଲା ପୁରୀ ରୋଡ଼ ସୋ', ଏବେ ଅନୁଗୁଳରେ କରିବେ ସାଧାରଣ ସଭା
ଅର୍ଗସ ବ୍ୟୁରୋ : ସରିଲା ମୋଦିଙ୍କ ବିଶାଳ ରୋଡ଼ ସୋ' । ମରିଚକୋଟରୁ ଆରମ୍ଭ ହୋଇଥିବା ଏହି ରୋଡ଼ ସୋ' ମେଡିକାଲ ଛକରେ ଶେଷ ହୋଇଛି । ଏହି ରୋଡ଼ ସୋ ରେ ସମଗ୍ର ବଡ଼ଦାଣ୍ଡ ପାଲଟିଥିଲ
DHARMENDRA PRADHAN
16m ago
ବମପରଡ଼ା ସାଧାରଣ ସଭାରେ ଯୋଗ ଦେବେ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦେବଗଡ଼ ଜିଲ୍ଲା ଗସ୍ତ । ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ ବମପରଡ଼ାଠାରେ ସାଧାରଣ ସଭାରେ ଯୋଗ ଦେବେ।ଲୋକସଭ
IRAN PRESIDENT
40m ago
ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ
ଅର୍ଗସ ବ୍ୟୁରୋ: ପରଲୋକରେ ଇରାନ ରାଷ୍ଟ୍ରପତି । ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍