ଦୁର୍ଘଟଣାରେ ଚାଲିଗଲା ୩ ଜୀବନ 
by Argus News
Sat, Mar 23 | 2:41 p.m.

ଯାଜପୁର: ଦୁର୍ଘଟଣାରେ ଚାଲିଗଲା ୩ ଜୀବନ ।  ଭାରସାମ୍ୟ ହରାଇ ଟ୍ରକ ପଛକୁ ପିଟିଲା ବାଇକ।  କଳିଙ୍ଗନଗର ଥାନା ଜିନ୍ଦଲ ମୁଖ୍ୟ ଗେଟ ସମ୍ମୁଖରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି।

 ଘଟଣାସ୍ଥଳରେ ଚାଲିଗଲା ୩ ଜୀବନ। ତେବେ ତିନି ମୃତକ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା।   ଦୁର୍ଘଟଣା ଯୋଗୁ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।  
 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ମୁଖ୍ୟମନ୍ତ୍ରୀ
ବିଜେଡି ନିର୍ବାଚନୀ ଇସ୍ତାହାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଅର୍ଗସ ବ୍ୟୁରୋ : ବିଜେଡି ଜାରି କଲା ନିର୍ବାଚନୀ ଇସ୍ତାହାର । ଇସ୍ତାହାର ଜାରି କରିଛନ୍ତି ମୁଖ୍ୟମନ୍ତ୍ରୀ । ଓଡିଶା ନମ୍ବର ୱାନ ଘୋଷଣା ପତ୍ର ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ସେ କହିଛନ୍ତ
ପ୍ରଧାନମନ୍ତ୍ରୀ
ଆସନ୍ତା କାଲି ଦୁଇ ଦିନିଆ ନିର୍ବାଚନ ପ୍ରଚାରରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ
ଆସନ୍ତା କାଲି ଭୁବନେଶ୍ୱରରେ ରୋଡ ସୋରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ସନ୍ଧ୍ୟା ୬ ଟାରେ ରାଜ୍ୟ କାର୍ଯ୍ୟାଳୟରୁ ବାଣୀବିହାର ପର୍ଯ୍ୟନ୍ତ ରୋଡ ସୋ କରିବେ ମୋଦି ଆସନ୍ତ
ଧର୍ମେନ୍ଦ୍ର
" ଲୋକଙ୍କୁ ଠକିଲେ ଲୋକମାନେ ହିଁ ଭାଙ୍ଗି ଦିଅନ୍ତି ସରକାର " - ଧର୍ମେନ୍ଦ୍ର
ଅର୍ଗସ ବ୍ୟୁରୋ : ନିର୍ବାଚନ ଫଳ ଆସିବା ପରେ ବିଜେଡିକୁ ଭାଙ୍ଗି ମହାରାଷ୍ଟ୍ର ଓ ମଧ୍ୟପ୍ରଦେଶ ପରି ସରକାର ଗଠନ ଲାଗି ରଣନୀତି କରିଛି ବିଜେପି। ବରାଦି ସାମ୍ବାଦିକ ସମ୍ମିଳନୀରେ ବିଜେଡ