ମଦପିଇ ନିଲମ୍ବିତ ୩ ସୁରକ୍ଷା କର୍ମୀ
by Argus News
Sun, Oct 20 | 11:47 a.m.

ଅର୍ଗସ ବ୍ୟୁରୋ : ମଦ୍ୟପାନ କରି ୩ ସୁରକ୍ଷା କର୍ମୀ ନିଲମ୍ବିତ। ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ବଡ଼ମାଲ ଗୋଳାବାରୁଦ କାରଖାନାର 3 ଜଣ ସୁରକ୍ଷା କର୍ମୀ ଡ୍ୟୁଟିରେ ଥିବା ସମୟରେ ମଦ୍ୟପାନ କରି ନିଲମ୍ବିତ ହୋଇଛନ୍ତି। ଗୋଲାବାରୁଦ କାରଖାନାର ଆଭ୍ୟନ୍ତରୀଣ କ୍ଷେତ୍ର ସୁରକ୍ଷାରେ ନିୟୋଜିତ କର୍ମୀ ଭରତ ସାହୁ, ରତନ ଭୋଇ, ଶ୍ୟାମ କୁମାର ଭୋଇ ନିଲମ୍ବିତ।

ଅଧିକ ପଢନ୍ତୁ : ଗାଡ଼ି ମଡ଼ାଇ ପୋଲିସ କନଷ୍ଟେବଲଙ୍କୁ ନିର୍ମମ ହତ୍ୟା

ମଦ୍ୟପାନ କରି ବରିଷ୍ଠ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ନିଳମ୍ବିତ କରାଯାଇଛି।

ଶତକ ମାରି ଚମକାଇଲେ
ଶତକ ମାରି ଚମକାଇଲେ ଅଲରାଉଣ୍ଡର: ନ୍ୟୁଜିଲାଣ୍ଡ ବିପକ୍ଷ ଟେଷ୍ଟ ପାଇଁ ଟିମରେ ସାମିଲ କଲା ବିସିସିଆଇ
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ୍ ବେଙ୍ଗାଲୁରୁ ଏମ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚରେ ଭାରତକୁ ୮ ଉଇକେଟରେ ପରାଜୟର ସାମ୍ନ
ଜମ୍ମୁ ଓ କଶ୍ମୀରରେ
ଜମ୍ମୁ ଓ କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ, ୨ ପ୍ରବାସୀ ଶ୍ରମିକ ମୃତ
ଅର୍ଗସ ବ୍ୟୁରୋ: ଜମ୍ମୁ-କଶ୍ମୀରର ଗନ୍ଦରବଲ ଜିଲ୍ଲା ଗଗନଗିରିର ସୋନମର୍ଗ ଅଞ୍ଚଳରେ ଜେଡ୍-ମୋଡ୍ ଟନେଲ ନିକଟରେ ଏକ ଗୁଳିବିନିମୟ ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏହି ସନ୍ଦିଗ୍
ରାଜସ୍ୱ ବିଭାଗ
ରାଜସ୍ୱ ବିଭାଗ ଅଧିକାରୀ ଅବହେଳା କଲେ ହେବ କଡ଼ା ଆକ୍ସନ
ଅର୍ଗସ ବ୍ୟୁରୋ: ଆଉ ଚଳିବନି ଅଫିସରଙ୍କ ମନମାନି। ନିର୍ଦ୍ଦିଷ୍ଟ ସମୟ ଭିତରେ ଲୋକଙ୍କୁ ସେବା ଯୋଗାଇବାକୁ ବାଧ୍ୟ ସରକାରୀ ଅଧିକାରୀ। ଏ ଦିଗରେ ବଡ଼ ପଦକ୍ଷେପ ନେଇଛି ରାଜସ୍ବ ବିଭାଗ। ବିଭା