34 କେଜି ଗଂଜେଇ ଜବତ, ଦୁଇ ଗିରଫ 
by Argus News
Tue, Jul 16 | 6:16 p.m.

ବୌଦ୍ଧ: ବୌଦ୍ଧ ଜିଲ୍ଲା ବାଉଁସୁଣୀ ଥାନା ଡୁମଡୁମା ଗ୍ରାମନିକଟରେ ବାହାର ରାଜ୍ୟକୁ ଗଂଜେଇ ଚାଲାଣ ।  କୌଣସି ସୂତ୍ରରୁ ଏହାର ଖବର ପାଇ ବାଉଁସୁଣୀ ଥାନା ଅଧିକାରୀ ଅଞ୍ଜଳି ବିଶ୍ୱଳଙ୍କ ନେତୃତ୍ୱ ଏକ ଟିମ ଗଠନ କରି ଉକ୍ତ ସ୍ଥାନରେ ଚଢ଼ାଉ କରି ଦୁଇ ଜଣ ଅଭିଯୁକ୍ତ କୁ ଗିରଫ କରିବା ସହ ତାଙ୍କ ଠାରୁ 34 କେଜି ଗଂଜେଇ ଜବତ କରିଛି ବାଉଁସୁଣୀ ପୋଲିସ l

ଅଭିଯୁକ୍ତ ଦୁଇଜଣ ହେଲେ ହରିଡାପାଲି ଗ୍ରାମର ବିଦେଶୀ ଭୋଇ ଓ କୁମ୍ଭାରପାଲି ଗ୍ରାମର ରଘୁନାଥ ବେହେରା ବୋଲି ଜଣା ପଡିଛି l ଆଜି ମାଜିଷ୍ଟ୍ରେଟ ଙ୍କ ଉପସ୍ଥିତିରେ ଗଂଜେଇ ଓଜନ କରିବା ପରେ ଦୁଇ ଅଭିଯୁକ୍ତ କୁ କୋଟ ଚାଲାଣ କରାଯାଇଛି l ଏନେଇ ବାଉଁସୁଣୀ ଥାନା ଅଧିକାରୀ ଅଞ୍ଜଳି ବିଶ୍ୱାଳ ସୂଚନା ଦେଇଛନ୍ତି । 
ଅଧିକ ପଢନ୍ତୁ ଓଡ଼ିଶା ଖବର 

ଆଜିଠାରୁ ଏକମାସ
58m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି