ଢ଼େଙ୍କାନାଳ ଲଜ୍ଜା ଘଟଣାରେ ୪ ଗିରଫ 
by Argus News
Mon, Sep 09 | 2:58 p.m.

ଢ଼େଙ୍କାନାଳ: ଢ଼େଙ୍କାନାଳ ଲଜ୍ଜା ଘଟଣାରେ ୪ ଗିରଫ ।  ୨୨ ବର୍ଷୀୟ ଜଣେ ଯୁବତୀଙ୍କୁ ଦୀର୍ଘ ଦିନ ଧରି କିଛି ବ୍ୟକ୍ତି ଦୁଷ୍କର୍ମ କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା। ଯୁବତୀ ଜଣକ ୭ ମାସର ଗର୍ଭବତୀ ଥିବା ଜଣାପଡିଥିଲା।

ଅଧିକ ପଢନ୍ତୁ : ୨୨ ବର୍ଷୀୟ ଯୁବତୀଙ୍କୁ ଦୀର୍ଘ ଦିନ ଧରି ଦୁଷ୍କର୍ମ କରିଥିଲେ କିଛି ବ୍ୟକ୍ତି

ଗିରଫ ଅଭିଯୁକ୍ତ ମାନେ ହେଲେ ମହୁଲପୁଞ୍ଜିର ବାବୁଲି ନାଏକ, ବିରଞ୍ଚି ମହାରଣା, ଅବିନାଶ ପରିଡ଼ା, ଜୀବନ ପରିଡ଼ା । ସମସ୍ତ ଅଭିଯୁକ୍ତ ଗୋଟିଏ ଗାଁ ର ବୋଲି ଜଣାପଡିଛି। ଆଜି ସେମାନଙ୍କୁ କୋର୍ଟ ଫରୱାର୍ଡ କରାଯିବ। ସାଇଣ୍ଟଫିକର ଟିମ୍ ଘଟଣାସ୍ଥଳକୁ ଯାଇ ତଦନ୍ତ କରିବ । 

 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା