ସମ୍ବଲପୁର ଆସିବେ ୪ ମହାବଳ ବାଘ: ଏନଟିସିଏର ମିଳିଲା ଅନୁମତି
by Argus News
Tue, Jul 16 | 3:40 p.m.

ଅର୍ଗସ ବ୍ୟୁରୋ: ଦେଶର ଅନ୍ୟ ଚିଡିଆଖାନାରୁ ସମ୍ବଲପୁର ଜୁ ଆସିବେ ୪ ମହାବଳ ବାଘ । ନ୍ୟାସନାଲ ଜୁ ଅଥୋରିଟିର ଅନୁମତି ମିଳିଥିବା ଜଣାପଡିଛି । ଅନ୍ୟପଟେ ଡେବ୍ର୍ରିଗଡକୁ ୩ ମହାବଳ ବାଘ ଆସିବା ନେଇ ମଧ୍ୟ ନ୍ୟାସନାଲ ଟାଇଗର କନଜରଭେସନ ଅଥୋରିଟି ବା ଏନଟିସିଏର ଅନୁମତି ମିଳିଛି । ସେହିପରି ବନ୍ୟପ୍ରାଣୀ ସ୍ଥାନାନ୍ତରଣ ପ୍ରକ୍ରିୟା ଆଜି ଆଜି ଠାରୁ ଆରମ୍ଭ ହୋଇଥିବାବେଳେ ସମ୍ବଲପୁର ଜୁ ରୁ ଡେବ୍ରିଗଡ ଅଭୟାରଣ୍ୟକୁ ୧୧୫ ହରିଣ ସ୍ଥାନାନ୍ତର ହେବେ।

ସେଣ୍ଟ୍ରାଲ ଜୁ ଅଥୋରିଟି ଅନୁମତି ଓ ରାଜ୍ୟ ବଣ୍ୟପ୍ରାଣୀ ତତ୍ତ୍ୱାବଧାରକଙ୍କ ସୂଚନା କ୍ରମେ ଡେବ୍ରିଗଡ ଅଭୟାରଣ୍ୟକୁ ହରିଣ ସ୍ଥାନାନ୍ତର ଆରମ୍ଭ । ଆଜି ପ୍ରଥମ ଦିନରେ ସକାଳ ୩ଟାରେ ୧୨ ଚିତ୍ରା ହରିଣଙ୍କୁ ସମ୍ବଲପୁର ଜୁ ରୁ ଡେବ୍ରିଗଡ ସ୍ଥାନାନ୍ତର କରାଯାଇଥିବାବେଳେ ପର୍ଯ୍ୟାୟକ୍ରମେ ସମୁଦାୟ ୧୧୫ ଚିତ୍ରା ହରିଣ ଡେବ୍ରିଗଡ ଅଭୟାରଣ୍ୟ ଯିବେ। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ