ଶ୍ରୀମନ୍ଦିର ସମ୍ପର୍କରେ ୪ ଦାବି
by Argus News
Thu, Feb 08 | 5:55 p.m.

ଅର୍ଗସ ବ୍ୟୁରୋ : ଶ୍ରୀମନ୍ଦିରରେ ଶୃଙ୍ଖଳିତ ନୀତିକାନ୍ତି ଦାବି । ଶ୍ରୀ ଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନ ପକ୍ଷରୁ ପ୍ରେସମିଟ୍ କରାଯାଇ ୪ଟି ଦାବି ଉପସ୍ଥାପନା କରାଯାଇଛି । ଅପମିଶ୍ରିତ ଚାଉଳରେ ମହାପ୍ରସାଦ ପ୍ରସ୍ତୁତି ପଛରେ ଥିବା ବ୍ୟକ୍ତି ବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି । ଏହାସହ ଖୁବଶୀଘ୍ର ଚାରିଦ୍ବାର ଖୋଲାଯାଇ ଦର୍ଶନ ବ୍ୟବସ୍ଥାକୁ ସହଜ ଓ ଶୃଙ୍ଖଳିତ କରାଯାଉ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ପୂଜ୍ୟ ଶଙ୍କରାଚାର୍ଯ୍ୟ ଏବଂ ଅନ୍ୟ ଅଧିକୃତ ଧର୍ମାଚାର୍ଯ୍ୟ ମାନଙ୍କ ପରାମର୍ଶ କ୍ରମେ ନୀତିକାନ୍ତିର ପରିଚାଳନା କରାଯାଉ । ତୁରନ୍ତ ରତ୍ନଭଣ୍ଡାର ଖୋଲାଯାଇ ଭଭୟ ରତ୍ନ ଓ ଭଣ୍ଡାରର ସ୍ଥିତି ସାର୍ବଜନୀନ କରାଯାଉ ବୋଲି ଦାବି ହୋଇଛି । ନଚେତ୍ ଏହି ପ୍ରସଙ୍ଗକୁ ନେଇ ଆଗାମୀ ଦିନରେ ସାରା ଓଡ଼ିଶାରେ ବ୍ୟାପକ ଜନ ଆନ୍ଦୋଳନ କରାଯିବ ବୋଲି ଶ୍ରୀଜଗନ୍ନାଥ ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ସମ୍ପାଦକ ଶ୍ରୀ ମହେଶ ସାହୁ ପ୍ରେସମିଟ୍‌ରେ  କହିଛନ୍ତି ।

LUCKNOW
ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର
ଅର୍ଗସ ବ୍ୟୁରୋ: ଉତ୍ତରପ୍ରଦେଶର ଲକ୍ଷ୍ନୌକୁ ମିଳିବ ପ୍ରଥମ ଅନ୍ତର୍ଜାତୀୟ କନଭେସନ୍ ସେଣ୍ଟର। ୩୨ ଏକର ଜାଗାରେ ନିର୍ମାଣ ହେବ ଏହି ଅନ୍ତର୍ଜାତୀୟ ସମ୍ମିଳନୀ କକ୍ଷ । ଆସନ୍ତା
INDIA
ତିକ୍ତ ହେବାରେ ଲାଗୁଛି ଭାରତ ଓ କାନାଡା ସମ୍ପର୍କ
ଅର୍ଗସ ବ୍ୟୁରୋ: ଭାରତ ଓ କାନାଡା ଭିତରେ ସମ୍ପର୍କ ତିକ୍ତ ହେବାରେ ଲାଗୁଛି। ଏଥି ପାଇଁ କେବଳ କାନାଡା ପିଏମ ହିଁ ଦାୟୀ ବୋଲି କଡ଼ା ଜବାବ ରଖିଛି ଭାରତ। ପ୍ରଥମରୁ କନାଡାର
SAMEER
ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ
ଅର୍ଗସ ବ୍ୟୁରୋ: ନିର୍ବାଚନ ଲଢ଼ିବେ ସମୀର ୱାଙ୍ଖଡେ। ବଲିଉଡ୍ ସୁପରଷ୍ଟାର ଶାହରୁଖ ଖାନଙ୍କ ପୁଅ ଆର୍ଯନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ। ଏକ ଡ୍ରଗ୍ସ ଡିଲ୍ ମାମଲାରେ 2021