ଟ୍ରାକ୍ଟରକୁ ପିଟିଲା କାର, 4 ମୃତ
by Argus News
Mon, Jun 17 | 8:05 a.m.

ଅର୍ଗସ ବ୍ୟୁରୋ: ଟ୍ରାକ୍ଟରକୁ ପିଟିଲା କାର, 4 ଜଣ ମୃତ l ନୂଆପଡା ଜିଲ୍ଲା ଖଡ଼ିଆଳ- ଭବାନୀପାଟଣା ରାଜ୍ୟ ରାଜପଥ ରାସ୍ତା ଲଛିପୁର ଛକ ଠାରେ ଟ୍ରାକ୍ଟରକୁ ପିଟିଲା କାର। ବିଳମ୍ବିତ ରାତିରେ ଘଟଣା ହୋଇଥିବା ସୂଚନା l କାର ରେ ଥିବା ଚାରିଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଟ୍ରାକ୍ଟର ଡ୍ରାଇଭର ଫେରାର ଥିବା ସୂଚନା । ଖଡ଼ିଆଳ ପୁଲିସ ଶବ ଜବତ କରି ତଦନ୍ତ କରୁଛି। ମୃତକ ମାନେ ହେଲେ ଖଡ଼ିଆଳ ର ରୁଷି ସାହୁ, ଶୁଭମ ମହାଉତି,ଦେବେନ୍ଦ୍ର ସିଂ ଲାଲ ଏବଂ ଗୋଇମୁଣ୍ଡି ଗାଁର ଦେବରାଜ ପଟେଲ l

ଦିନକୁ ଦିନ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ଏଖବର ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:  

ଚାଲେଞ୍ଜ
ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ
ଭୁବନେଶ୍ୱର: ଦୁର୍ଗାପୂଜାରେ ପୋଲିସ ଆଗରେ ରହିବ ଅନେକ ଚାଲେଞ୍ଜ। ପୂଜା ମଣ୍ଡପ ସୁରକ୍ଷା ଠାରୁ ଆରମ୍ଭ କରି ଟ୍ରାଫିକ ନିୟନ୍ତ୍ରଣ, ସବୁକିଛି କିଭଳି ସୁଚାରୁ ରୂପେ ସମାପନ କରାଯି
ନର୍ସିଂ ସଂଘ
ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହେଲା ନର୍ସିଂ ସଂଘ
ଭୁବନେଶ୍ୱର: ଆନ୍ଦୋଳନରୁ ଓହରିବେ ନର୍ସିଂ ସଂଘ। ଆଜିଠାରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ରାଜି ହୋଇଛି ନର୍ସିଂ ସଂଘ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେ
ଦହି
ଉଚ୍ଚ କୋଲେଷ୍ଟ୍ରଲ କମାଇବ ଦହି
ଅର୍ଗସ ବ୍ୟରୋ: କୋଲେଷ୍ଟ୍ରଲ ଧମନୀରେ ବ୍ଲକେଜ୍ ସୃଷ୍ଟି କରେ ଏବଂ ଉଚ୍ଚ ରକ୍ତଚାପର କାରଣ ହୋଇପାରେ । ଏପରି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି କାମ୍ ହେବାରେ ଦହିର ବ୍ୟବହାର କିପରି ସହାୟକ ହୁ