ପଞ୍ଚାୟତଗଡ଼ ଗାଁରେ ବାଘ ଆତଙ୍କ, ୪ ଆହତ
by Argus News
Sat, Jun 08 | 4:25 p.m.

ଅର୍ଗସ ବ୍ୟୁରୋ: ବାଲେଶ୍ୱର ଜିଲ୍ଲା ଖଇରା ଥାନା ନୟାଖଣ୍ଡି ପଞ୍ଚାୟତଗଡ଼ ଗାଁରେ ବାଘ ଆତଙ୍କ। ଗାଁକୁ ବାଘ ପଶି ୪ଜଣଙ୍କୁ କାମୁଡି ଗୁରୁତର ଆହତ କରିଥିବା ବେଳେ ୩ଜଣ ଖଇରା ମେଡିକାଲରେ ଚିକିତ୍ସିତ ହେଉଛନ୍ତି। ଏହାସହ ଜଣଙ୍କୁ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ବନବିଭାଗ ଘଟଣା ସ୍ଥଳରେ ପହଞ୍ଚି ଛାନଭିନ ଚଳାଇଛି। ଏହାସହ ଗାଁରେ ସବୁ ଲୋକ ଭୟଭୀତ ଅବସ୍ଥାରେ ଥିବା ଜଣାପଡିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ବେଆଇନ୍ ମେଡିସିନ୍
45m ago
କାହା ସୁରକ୍ଷାରେ ବେଆଇନ୍ ମେଡିସିନ୍ ପ୍ରସ୍ତୁତ କରୁଥିଲା ମାସୁମ୍ ଖାନ୍ ?
ମାଲକାନଗିରି : କାହା ସୁରକ୍ଷାରେ ବେଆଇନ୍ ମେଡିସିନ୍ ପ୍ରସ୍ତୁତ କରୁଥିଲା ମାସୁମ୍ ଖାନ୍। ମାଲକାନଗିରି ମୋଟୁ ଇସଲାମନଗରର ବେଆଇନ୍ କାରବାର ପଛର କିଏ ସେହି ସଇତାନ୍। ମାସୁମ
ଆକ୍ସନ୍
ଭବାନୀପାଟଣା ଫରେଷ୍ଟର୍ ସଞ୍ଜୟ ନାୟକ ଆତ୍ମହତ୍ୟା ମାମଲାରେ ଆକ୍ସନ୍
କଳାହାଣ୍ଡି: ଚାରା ଦୁର୍ନୀତି କରୁଥିଲେ, ପିସି କାରବାର ପାଇଁ ଅଧନସ୍ଥ କର୍ମଚାରୀଙ୍କ ଉପରେ ମାନସିକ ଚାପ ପକାଉଥିଲେ। ଶେଷରେ ଅତିଷ୍ଠ ହୋଇ ଆତ୍ମହତ୍ୟା କଲେ କଳାହାଣ୍ଡି ଜାରିଙ୍ଗି ହାଇଟେକ
ଗାଜା
ଗାଜାରେ ପୁଣି ଆତଙ୍କୀ ଖୋଜ୍ ରେ ଆଡିଏଫ୍
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଭୟଙ୍କର ହେଉଛି ଯୁଦ୍ଧ ସ୍ଥିତି। ପାଲେଷ୍ଟାଇନ୍, ଲେବାନନ୍, ଇରାନ୍ ସବୁଆଡ଼େ ଆକ୍ରମଣ କରୁଛି ଇସ୍ରାଏଲ୍। ତେବେ ଇସ୍ରାଏଲକୁ କଡ଼ା ଚେତାବନୀ ଦେଇଛନ୍ତ