ସାପ କାମୁଡାରେ ୪ ବର୍ଷ ଝିଅର ମୃତ୍ୟୁ 
by Argus News
Thu, Mar 28 | 8:41 a.m.

 ବଲାଙ୍ଗୀର :  ମୁରିବାହାଲ ଥାନା ଡଙ୍ଗରପଡ଼ା ଗାଁରେ ଅଭାବନୀୟ ଘଟଣା। ୪ ବର୍ଷର ଝିଅକୁ ସାପ କାମୁଡିବାରୁ ଚାଲିଗଲା ଜୀବନ । ରାତିରେ ଚାନ୍ଦିନୀ ବେନିଆ ଓ ତାଙ୍କ ଝିଅ ଦିବ୍ୟା ବେନିଆ ଶୋଇଥିବା ବେଳେ ସାପ କାମୁଡି ଥିଲା। ଆମ୍ବୁଲାନ୍ସରେ ଟିଟିଲାଗଡ ମୁଖ୍ୟ ହସ୍ପିଟାଲକୁ ନେବା ପରେ ଡାକ୍ତର ନାବାଳିକାକୁ ମୃତ ଘୋଷଣା କରିଥିଲେ। 
ଅଧିକ ପଢନ୍ତୁ ଓଡିଶା ଖବର 

ତାମିଲନାଡ଼ୁ
11m ago
ତାମିଲନାଡ଼ୁ ବାଣ କାରଖାନାରେ ବିସ୍ଫୋରଣ: ୮ ମୃତ
ଅର୍ଗସ ବ୍ୟୁରୋ: ତାମିଲନାଡୁର ଶିବକାଶୀରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୫ ଜଣ ମହିଳାଙ୍କ ସମେତ ୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହାଛଡ଼ା ଆ
ମ୍ୟାଚ ହାରିବା ପରେ
25m ago
ମ୍ୟାଚ ହାରିବା ପରେ ରାହୁଲଙ୍କ ଉପରେ ରାଗିଗଲେ LSG ମାଲିକ ସଞ୍ଜୀବ ଗୋଏଙ୍କା: ଭିଡିଓ ଭାଇରାଲ
ଅର୍ଗସ ବ୍ୟୁରୋ: ଆଇପିଏଲ ୨୦୨୪ରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ମ୍ୟାଚ ପରେ ଏକ ବିବାଦ ସାମ୍ନାକୁ ଆସିଛି। ଯାହା କ୍ରିକେଟ ଫ୍ୟାନ୍ସଙ୍କୁ ଆଶ୍ଚର୍ଯ୍ୟ କରିଛି
ଆସନ୍ତାକାଲି
ଆସନ୍ତାକାଲି ଅକ୍ଷୟ ତୃତୀୟା, ସୁନା କିଣିବା ପୂର୍ବରୁ ଜାଣିନିଅନ୍ତୁ କେତେ ଅଛି ଦାମ
ଅର୍ଗସ ବ୍ୟୁରୋ: ଆସନ୍ତା କାଲି ହେଉଛି ଅକ୍ଷୟତୃତୀୟା। ଓଡ଼ିଆ ମାନଙ୍କର ଏକ ବଡ଼ ପର୍ବ। ଏହି ଦିନ ରଥ କାଠ ଅନୁକୂଳ ହୁଏ। ସୁନା କିଣିବାକୁ ଭାରତୀୟମାନେ ଭାବପ୍ରବଣ ହୋଇଥାନ୍ତି। ଆମର ଏକ ପରମ୍ପର