404 ଗ୍ରାମ ବ୍ରାଉନସୁଗାର ଜବତ,   ୩ ଗିରଫ  
by Argus News
Sat, Oct 19 | 6:36 p.m.

ପୁରୀ:  ପୁରୀ ବାସେଳୀ ସାହି ଥାନା ଅଞ୍ଚଳରୁ 404 ଗ୍ରାମ ବ୍ରାଉନସୁଗାର ଜବତ କରିଛି ପୁରୀ ପୋଲିସ l ଶ୍ରୀ ସେତୁ ନିକଟରେ ବ୍ରାଉନସୁଗାର ବିକ୍ରି କରାଯାଉଥିବା ଖବର ପାଇ ବାସେଳୀ ସାହି ଥାନା ପୋଲିସ ଚଢ଼ାଉ କରି 3ଜଣ କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ଙ୍କ ମଧ୍ୟରେ ଦୁଇ ମହିଳା ଏବଂ  ଜଣେ ପୁରୁଷ ରହିଛନ୍ତି l ଗିରଫ ଅଭିଯୁକ୍ତ ଙ୍କ ଠାରୁ 404ଗ୍ରାମ ବ୍ରାଉନ ସୁଗାର, 5ଟି ମୋବାଇଲ, ଗୋଟିଏ ବୁଲେଟ, ଗୋଟିଏ ଲାପଟପ ଏବଂ ଗୋଟିଏ ଟାବଲେଟ ଜବତ କରିଛି ପୁରୀ ପୋଲିସ l

ଅଭିଯୁକ୍ତ ମାନେ ହେଲେ ପୁରୀ ର ରାଜେଶ ପଣ୍ଡା, ଝରଣା ପଣ୍ଡା ଓରଫ ଗୀତ ବେହେରା ଏବଂ ଦୁର୍ଗା ପଣ୍ଡା ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁରୀ ପୋଲିସ l ପୁରୀ ରେ ଅପରାଧ ଏବଂ ନିଶା କାରବାର ଉପରେ କଡା ନଜର ରଖିଛି ପୁରୀ ପୋଲିସ l  

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା