ଏମ୍‌ସରେ ଭର୍ତ୍ତି ହୋଇଛନ୍ତି ୪୧ ଶ୍ରମିକ 
by Argus News
Thu, Nov 30 | 9:59 a.m.

 ନୂଆଦିଲ୍ଲୀ:  17 ଦିନର ଜୀବନଯୁଦ୍ଧ ପରେ ଜିତିଲା ଜୀବନ । ସୁଡ଼ଙ୍ଗରୁ ସକୁଶଳ ଉଦ୍ଧାର ପରେ ୪୧ ଶ୍ରମିକ ରିଷିକେଶ ଏମ୍‌ସରେ ଭର୍ତ୍ତି ହୋଇଛନ୍ତି । ଉତ୍ତରକାଶୀ ଟନେଲରୁ ଉଦ୍ଧାର ଶ୍ରମିକଙ୍କୁ ପ୍ରଥମେ ସିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଶ୍ରମିକଙ୍କୁ ଡାକ୍ତରଖାନାରେ ଭେଟିଥିଲେ ଉତ୍ତରାଖଣ୍ଡ ସିଏମ୍ ।

ଏହାସହ  ଶ୍ରମିକମାନଙ୍କୁ ଲକ୍ଷେ ଟଙ୍କା ଲେଖାଏଁ ସହାୟତା ରାଶିର ଚେକ୍ ପ୍ରଦାନ କରିଥିଲେ । ପରେ ସେଠାରୁ ସେମାନଙ୍କୁ ରିଷିକେଶ ଏମ୍‌ସକୁ ଏୟାରଲିଫ୍ଟ କରାଯାଇଥିଲା । ଏହାପର୍ବରୁ ପ୍ରଧାନମନ୍ତ୍ରୀ ଶ୍ରମିକ ମାନଙ୍କ ସହ ଖୁସି ବାଣ୍ଟିଥିଲେ । ମୋଦି ଭିଡିଓ କନଫେରନସିଂରେ ଶ୍ରମିକଙ୍କ ସହ କଥା ହୋଇଥିଲେ । 41 ଶ୍ରମବୀରଙ୍କ ସାହସ ଓ ଧର୍ଯ୍ୟକୁ ପ୍ରଧାନମନ୍ତ୍ରୀ ଦେଇଥିଲେ  ସାବାସୀ । ଆଜି ରିଷିକେଶ ଏମ୍‌ସ ଯାଇ ଶ୍ରମିକଙ୍କୁ ଭେଟି ପାରନ୍ତି ପ୍ରଧାନମନ୍ତ୍ରୀ  । 

ଅଧିକ ପଢନ୍ତୁ ଭାରତ ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ